ଯାତ୍ରା ପୁସ୍ତକ 34:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ତୁମ୍ଭ ସଙ୍ଗେ ଆଉ କେହି ଉପରକୁ ଆସିବେ ନାହିଁ, ପୁଣି, ଏହି ସମୁଦାୟ ପର୍ବତରେ କେହି ଦେଖା ନ ଯିବେ ଓ ଗୋମେଷାଦି ପଲ ମଧ୍ୟ ଏହି ପର୍ବତ ସମ୍ମୁଖରେ ଚରିବେ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)3 ମାତ୍ର ତୁମ୍ଭ ସଙ୍ଗେ ଆଉ କେହି ଉପରକୁ ଆସିବ ନାହିଁ, ପୁଣି ଏହି ସମୁଦାୟ ପର୍ବତରେ କେହି ଦେଖା ନ ଯାଉ ଓ ଗୋମେଷାଦି ପଲ ମଧ୍ୟ ଏହି ପର୍ବତ ସମ୍ମୁଖରେ ନ ଚରୁ। Gade chapit laଓଡିଆ ବାଇବେଲ3 ମାତ୍ର ତୁମ୍ଭ ସଙ୍ଗେ ଆଉ କେହି ଉପରକୁ ଆସିବେ ନାହିଁ, ପୁଣି, ଏହି ସମୁଦାୟ ପର୍ବତରେ କେହି ଦେଖା ନ ଯିବେ ଓ ଗୋମେଷାଦି ପଲ ମଧ୍ୟ ଏହି ପର୍ବତ ସମ୍ମୁଖରେ ଚରିବେ ନାହିଁ।” Gade chapit laପବିତ୍ର ବାଇବଲ3 ତୁମ୍ଭ ସହିତ ଆଉ କୌଣସି ଲୋକ ଯିବା ଉଚିତ୍ ନୁହେଁ। ଏବଂ ଏହି ପର୍ବତରେ କେହି ନ ରହୁ, ଏପରିକି ଗୋମେଷାଦି ମଧ୍ୟ ପର୍ବତ ଚତୁର୍ପାର୍ଶ୍ୱରେ ଚରିବା ଉଚିତ୍ ନୁହେଁ।” Gade chapit la |