Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 34:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ମାତ୍ର ମୋଶା ସେମାନଙ୍କୁ ଡାକନ୍ତେ, ହାରୋଣ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ତାଙ୍କ ନିକଟକୁ ଫେରିଗଲେ; ତହିଁରେ ମୋଶା ସେମାନଙ୍କ ସହିତ ଆଳାପ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ମାତ୍ର ମୋଶା ସେମାନଙ୍କୁ ଡାକନ୍ତେ, ହାରୋଣ ଓ ମଣ୍ତଳୀର ଅଧ୍ୟକ୍ଷଗଣ ତାଙ୍କ ନିକଟକୁ ଫେରିଗଲେ; ତହିଁରେ ମୋଶା ସେମାନଙ୍କ ସହିତ ଆଳାପ କଲେ।

Gade chapit la Kopi

ଓଡିଆ ବାଇବେଲ

31 ମାତ୍ର ମୋଶା ସେମାନଙ୍କୁ ଡାକନ୍ତେ, ହାରୋଣ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ତାଙ୍କ ନିକଟକୁ ଫେରିଗଲେ; ତହିଁରେ ମୋଶା ସେମାନଙ୍କ ସହିତ ଆଳାପ କଲେ।

Gade chapit la Kopi

ପବିତ୍ର ବାଇବଲ

31 କିନ୍ତୁ ମୋଶା ସେମାନଙ୍କୁ ନିକଟକୁ ଡାକିଲେ। ତେଣୁ ହାରୋଣ ଏବଂ ସମସ୍ତ ଅଧ୍ୟକ୍ଷଗଣ ମୋଶାଙ୍କ ନିକଟକୁ ଗଲେ। ମୋଶା ସେମାନଙ୍କ ସହିତ କଥୋପକଥନ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 34:31
7 Referans Kwoze  

ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’


ପୁଣି, ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ବନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ। ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ।


ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ମୁଁ ଯୋଷେଫ; ମୋʼ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?” ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଭୟଭୀତ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ।


ଏଥିଉତ୍ତାରେ ଷଷ୍ଠ ଦିନରେ ସେମାନେ ଦୁଇଗୁଣ, ଅର୍ଥାତ୍‍, ପ୍ରତି ଜଣ ଦୁଇ ଦୁଇ ଓମର ଅନ୍ନ ସଂଗ୍ରହ କଲେ, ତହିଁରେ ମଣ୍ଡଳୀର ଅଧ୍ୟକ୍ଷ ସମସ୍ତେ ଆସି ମୋଶାଙ୍କୁ ଜଣାଇଲେ।


ପୁଣି, ଯେତେବେଳେ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ ଦେଖିଲେ, ସେତେବେଳେ ତାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଥିଲା; ଏଣୁ ସେମାନେ ତାଙ୍କ ନିକଟକୁ ଯିବା ପାଇଁ ଭୀତ ହେଲେ।


ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ନିକଟକୁ ଗଲେ; ତହିଁରେ ସଦାପ୍ରଭୁ ସୀନୟ ପର୍ବତରେ ତାଙ୍କୁ ଯେଉଁ ଯେଉଁ କଥା କହିଥିଲେ, ତାହାସବୁ ସେ ଆଜ୍ଞା ରୂପେ ସେମାନଙ୍କୁ ଜଣାଇଲେ।


Swiv nou:

Piblisite


Piblisite