Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 34:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଆଉ, ମୋଶା ସେମାନଙ୍କ ସହିତ କଥୋପକଥନ ସମାପନ କଲା ଉତ୍ତାରେ ଆପଣା ମୁଖରେ ଘୁମୁଟା ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଆଉ, ମୋଶା ସେମାନଙ୍କ ସହିତ କଥୋପକଥନ ସମାପନ କଲା ଉତ୍ତାରେ ଆପଣା ମୁଖରେ ଘୁମୁଟା ଦେଲେ।

Gade chapit la Kopi

ଓଡିଆ ବାଇବେଲ

33 ଆଉ, ମୋଶା ସେମାନଙ୍କ ସହିତ କଥୋପକଥନ ସମାପନ କଲା ଉତ୍ତାରେ ଆପଣା ମୁଖରେ ଘୁମୁଟା ଦେଲେ।

Gade chapit la Kopi

ପବିତ୍ର ବାଇବଲ

33 ମୋଶା ଲୋକମାନଙ୍କୁ କହିସାରିବା ପରେ ତାଙ୍କର ମୁହଁ ଆବରଣ କରି ଦେଲେ।

Gade chapit la Kopi




ଯାତ୍ରା ପୁସ୍ତକ 34:33
4 Referans Kwoze  

କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ବ୍ୟବସ୍ଥାର ଶେଷ ଅଟନ୍ତି।


ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ନିକଟକୁ ଗଲେ; ତହିଁରେ ସଦାପ୍ରଭୁ ସୀନୟ ପର୍ବତରେ ତାଙ୍କୁ ଯେଉଁ ଯେଉଁ କଥା କହିଥିଲେ, ତାହାସବୁ ସେ ଆଜ୍ଞା ରୂପେ ସେମାନଙ୍କୁ ଜଣାଇଲେ।


Swiv nou:

Piblisite


Piblisite