Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 35:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତହିଁ ଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରି କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ସମସ୍ତ ବାକ୍ୟ ପାଳନ କରିବାକୁ ଆଜ୍ଞା ଦେଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତହିଁ ଉତ୍ତାରୁ ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି ଏକତ୍ର କରି କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ସମସ୍ତ ବାକ୍ୟ ପାଳନ କରିବାକୁ ଆଜ୍ଞା ଦେଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

1 ତହିଁ ଉତ୍ତାରୁ ମୋଶା ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରି କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ସମସ୍ତ ବାକ୍ୟ ପାଳନ କରିବାକୁ ଆଜ୍ଞା ଦେଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

1 ମୋଶା ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରାଇଲେ। ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ପାଳନ କରିବା ପାଇଁ କହିଥିବା ବାକ୍ୟଗୁଡ଼ିକ ମୁଁ ତୁମ୍ଭକୁ କହିବି। ସେଗୁଡ଼ିକ ତୁମ୍ଭେ ପାଳନ କରିବ।

Gade chapit la Kopi




ଯାତ୍ରା ପୁସ୍ତକ 35:1
7 Referans Kwoze  

ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ନିକଟକୁ ଗଲେ; ତହିଁରେ ସଦାପ୍ରଭୁ ସୀନୟ ପର୍ବତରେ ତାଙ୍କୁ ଯେଉଁ ଯେଉଁ କଥା କହିଥିଲେ, ତାହାସବୁ ସେ ଆଜ୍ଞା ରୂପେ ସେମାନଙ୍କୁ ଜଣାଇଲେ।


କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ।


କାରଣ ମୋଶାଙ୍କ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ବରଙ୍କ ସାକ୍ଷାତରେ ଧାର୍ମିକ ନୁହଁନ୍ତି, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ।


ବିଶ୍ରାମ ଦିନ ପବିତ୍ର ରୂପେ ପାଳିବାକୁ ସ୍ମରଣ କର।


Swiv nou:

Piblisite


Piblisite