ଯାତ୍ରା ପୁସ୍ତକ 35:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ହୋମବେଦି, ତହିଁର ପିତ୍ତଳ-ଝାଞ୍ଜିରୀ, ସାଙ୍ଗୀ, ପାତ୍ରସକଳ, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି, Gade chapit laପବିତ୍ର ବାଇବଲ (Re-edited) - (BSI)16 ପୁଣି ହୋମବେଦି ଓ ତହିଁର ପିତ୍ତଳ ଝାଞ୍ଜିରୀ ଓ ସାଙ୍ଗୀ ଓ ପାତ୍ରସକଳ ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି, Gade chapit laଓଡିଆ ବାଇବେଲ16 ପୁଣି, ହୋମବେଦି, ତହିଁର ପିତ୍ତଳ ଝାଞ୍ଜିରୀ, ସାଙ୍ଗୀ, ପାତ୍ରସକଳ, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି, Gade chapit laପବିତ୍ର ବାଇବଲ16 ନୈବେଦ୍ୟ ଉତ୍ସର୍ଗ ନିମନ୍ତେ ଯଜ୍ଞବେଦି ତାର କଂସା ଜାଲି, ସାଙ୍ଗୀ ଓ ତାର ସାମଗ୍ରୀ, ପ୍ରକ୍ଷାଳନ ପାତ୍ର ଏବଂ ତାର ଆଧାର। Gade chapit la |