Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 35:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ, ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଆହୁରି କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ, ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି ଆହୁରି କହିଲେ, ସଦାପ୍ରଭୁ ଏହି ଆଜ୍ଞା ଦେଲେ।

Gade chapit la Kopi

ଓଡିଆ ବାଇବେଲ

4 ଆଉ, ମୋଶା ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଆହୁରି କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

4 ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କ ସମଗ୍ର ସଭାରେ ଏହା କହିଲେ, “ସଦାପ୍ରଭୁ ଏହିସବୁ ଆଜ୍ଞା ଦେଇଛନ୍ତି।

Gade chapit la Kopi




ଯାତ୍ରା ପୁସ୍ତକ 35:4
6 Referans Kwoze  

ତୁମ୍ଭେମାନେ ବିଶ୍ରାମବାରରେ ଆପଣାମାନଙ୍କ କୌଣସି ବାସ ସ୍ଥାନରେ ଅଗ୍ନି ଜାଳିବ ନାହିଁ।”


ତୁମ୍ଭେମାନେ ସଦାପ୍ରଭୁଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉପହାର ସଂଗ୍ରହ କର; ଯେକେହି ସ୍ୱଚ୍ଛନ୍ଦମନା, ସେ ସଦାପ୍ରଭୁଙ୍କ ନିମନ୍ତେ ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ,


ଆଉ ଦେଖ, ଆମ୍ଭେ ଦାନ୍ ବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କରିଅଛୁ; ପୁଣି, ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଇଅଛୁ; ଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଇଅଛୁ, ତାହାସବୁ ସେମାନେ ନିର୍ମାଣ କରି ପାରିବେ।


ଏହି ପ୍ରକାରେ ସମାଗମ-ତମ୍ବୁରୂପ ଆବାସର ସମସ୍ତ କାର୍ଯ୍ୟ ସମାପ୍ତ ହେଲା; ଇସ୍ରାଏଲ-ସନ୍ତାନଗଣ ତାହା କଲେ, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସମସ୍ତ କର୍ମ କଲେ।


ପୁଣି, ତହିଁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକ ରଖି ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ସିନ୍ଦୁକ ଆଚ୍ଛାଦନ କରିବ।


Swiv nou:

Piblisite


Piblisite