ଯାତ୍ରା ପୁସ୍ତକ 36:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ, ସେ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କଲେ; ଯୋଡ଼ସ୍ଥାନର ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆଉ, ସେ ଯୋଡ଼ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଘୁଣ୍ତିଘରା କଲେ; ଯୋଡ଼ସ୍ଥାନର ଦ୍ଵିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କଲେ। Gade chapit laଓଡିଆ ବାଇବେଲ11 ଆଉ, ସେ ଯୋଡ଼ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କଲେ; ଯୋଡ଼ସ୍ଥାନର ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କଲେ। Gade chapit laପବିତ୍ର ବାଇବଲ11 ସେମାନେ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଘୁଣ୍ଡିଘରା କଲେ। ଯୋଡ଼ ସ୍ଥାନର ଦ୍ୱିତୀୟ ଅନ୍ୟ ଯବନିକାର ଧଡ଼ିରେ ଏକାପରି କାର୍ଯ୍ୟମାନ କଲେ। Gade chapit la |