Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 36:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ସେ ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିଲେ; ତହିଁରେ ଆବାସ ଏକ ହିଁ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ ସେ ପଚାଶ ସ୍ଵର୍ଣ୍ଣଘୁଣ୍ତି କରି ଘୁଣ୍ତିରେ ଯବନିକାସକଳ ପରସ୍ପର ଯୋଡ଼ିଲେ; ତହିଁରେ ଆବାସ ଏକ ହିଁ ହେଲା।

Gade chapit la Kopi

ଓଡିଆ ବାଇବେଲ

13 ଆଉ ସେ ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିଲେ; ତହିଁରେ ଆବାସ ଏକ ହିଁ ହେଲା।

Gade chapit la Kopi

ପବିତ୍ର ବାଇବଲ

13 ଏହା ପରେ ସେମାନେ ପଗ୍ଭଶ୍ ଗୋଟି ସ୍ୱର୍ଣ୍ଣଘୁଣ୍ଡି କରି ଯବନିକା ସବୁ ଯୋଗ କଲେ। ତେଣୁ ପବିତ୍ର ତମ୍ବୁ ତିଆରି ହୋଇ ଗୋଟିଏ ହେଲା।

Gade chapit la Kopi




ଯାତ୍ରା ପୁସ୍ତକ 36:13
5 Referans Kwoze  

କିନ୍ତୁ ପ୍ରକୃତରେ ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀର ଏକ।


ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।


ପୁଣି, ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିବ; ତହିଁରେ ଏକ ଆବାସ ହେବ।


Swiv nou:

Piblisite


Piblisite