Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 36:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ସେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିଲେ ଓ ଅନ୍ୟ ଛଅ ଯବନିକା ଯୋଡ଼ି ପୃଥକ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ସେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ୍ ରଖିଲେ ଓ ଅନ୍ୟ ଛଅ ଯବନିକା ଯୋଡ଼ି ପୃଥକ୍ ରଖିଲେ।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ସେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ୍‍ ରଖିଲେ ଓ ଅନ୍ୟ ଛଅ ଯବନିକା ଯୋଡ଼ି ପୃଥକ୍‍ ରଖିଲେ।

Gade chapit la Kopi

ପବିତ୍ର ବାଇବଲ

16 ସେମାନେ ପାଞ୍ଚୋଟି ଯବନିକା ଯୋଡ଼ି ଗୋଟିଏ ଏବଂ ଅନ୍ୟ ଛଅଟି ଯବନିକା ଯୋଡ଼ି ଗୋଟିଏ ପ୍ରସ୍ତୁତ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 36:16
2 Referans Kwoze  

ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ, ସେହି ଏକାଦଶ ଯବନିକାର ସମାନ ପରିମାଣ ଥିଲା।


ଯୋଡ଼ସ୍ଥାନର ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କଲେ।


Swiv nou:

Piblisite


Piblisite