Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 36:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯୋଡ଼ସ୍ଥାନର ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଯୋଡ଼ସ୍ଥାନର ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କଲେ ଓ ଦ୍ଵିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଘୁଣ୍ତିଘରା କଲେ।

Gade chapit la Kopi

ଓଡିଆ ବାଇବେଲ

17 ଯୋଡ଼ସ୍ଥାନର ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କଲେ।

Gade chapit la Kopi

ପବିତ୍ର ବାଇବଲ

17 ଯୋଡ଼ା ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କଲେ ଓ ଦ୍ୱିତୀୟ ଯବନିକାର ଯୋଡ଼ ସ୍ଥାନରେ ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କଲେ।

Gade chapit la Kopi




ଯାତ୍ରା ପୁସ୍ତକ 36:17
4 Referans Kwoze  

ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କରିବ ଓ ଯୋଡ଼ ସ୍ଥାନରେ ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ।


ପୁଣି, ସେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିଲେ ଓ ଅନ୍ୟ ଛଅ ଯବନିକା ଯୋଡ଼ି ପୃଥକ ରଖିଲେ।


ଆଉ ସେ ଯୋଡି଼ ଦେଇ ଏକ ତମ୍ବୁ କରିବା ପାଇଁ ପିତ୍ତଳର ପଚାଶ ଆଙ୍କୁଡ଼ା କଲେ।


ଏଥିଉତ୍ତାରେ ତୁମ୍ଭେ ଆବାସର ପ୍ରାଙ୍ଗଣ କରିବ; ସେହି ପ୍ରାଙ୍ଗଣର ଦକ୍ଷିଣ ଦିଗରେ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପରଦା କରିବ; ତହିଁର ଏକ ପାର୍ଶ୍ୱର ଦୈର୍ଘ୍ୟ ଏକ ଶହ ହସ୍ତ ହେବ।


Swiv nou:

Piblisite


Piblisite