ଯାତ୍ରା ପୁସ୍ତକ 36:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ନିର୍ମାଣ କରିବା ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ୱେଚ୍ଛାରେ ଆହୁରି ଉପହାର ଆଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ରଚନା କରିବା ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ଵେଚ୍ଛାରେ ଆହୁରି ଉପହାର ଆଣିଲେ। Gade chapit laଓଡିଆ ବାଇବେଲ3 ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ନିର୍ମାଣ କରିବା ନିମନ୍ତେ ଇସ୍ରାଏଲ ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ୱେଚ୍ଛାରେ ଆହୁରି ଉପହାର ଆଣିଲେ। Gade chapit laପବିତ୍ର ବାଇବଲ3 ମୋଶା ଏହି ସମସ୍ତ ଲୋକମାନଙ୍କୁ ଲୋକମାନଙ୍କର ଦାତବ୍ୟ ଦ୍ରବ୍ୟମାନ ଦେଲେ ଏବଂ ସେମାନେ ସେହି ଦ୍ରବ୍ୟଗୁଡ଼ିକ ବ୍ୟବହାର କରି ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ତିଆରି କଲେ। ଲୋକମାନେ ପ୍ରତି ପ୍ରଭାତରେ ଉପହାରମାନ ଆଣି ଦେଲେ। Gade chapit la |