Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 36:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ପୁଣି, ସେ ତହିଁ ନିମନ୍ତେ ଶିଟୀମ୍‍ କାଷ୍ଠର ଚାରି ସ୍ତମ୍ଭ କରି ସୁବର୍ଣ୍ଣରେ ମଡ଼ାଇଲେ ଓ ସେସବୁର ଆଙ୍କୁଡ଼ା ସୁବର୍ଣ୍ଣରେ କଲେ ଓ ତହିଁ ନିମନ୍ତେ ରୂପାର ଚାରି ଚୁଙ୍ଗୀ ଢାଳିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ପୁଣି ସେ ତହିଁ ନିମନ୍ତେ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ କରି ସୁବର୍ଣ୍ଣରେ ମଡ଼ାଇଲେ ଓ ସେସବୁର ଆଙ୍କଡ଼ା ସୁବର୍ଣ୍ଣରେ କଲେ ଓ ତହିଁ ନିମନ୍ତେ ରୂପାର ଚାରି ଚୁଙ୍ଗୀ ଢାଳିଲେ।

Gade chapit la Kopi

ଓଡିଆ ବାଇବେଲ

36 ପୁଣି, ସେ ତହିଁ ନିମନ୍ତେ ଶିଟୀମ୍‍ କାଷ୍ଠର ଚାରି ସ୍ତମ୍ଭ କରି ସୁବର୍ଣ୍ଣରେ ମଡ଼ାଇଲେ ଓ ସେସବୁର ଆଙ୍କୁଡ଼ା ସୁବର୍ଣ୍ଣରେ କଲେ ଓ ତହିଁ ନିମନ୍ତେ ରୂପାର ଚାରି ଚୁଙ୍ଗୀ ଢାଳିଲେ।

Gade chapit la Kopi

ପବିତ୍ର ବାଇବଲ

36 ସେମାନେ ତା’ ପାଇଁ ଶିଟୀମ୍ କାଠର ଗ୍ଭରିସ୍ତମ୍ଭ କରି ସୁବର୍ଣ୍ଣରେ ମଡ଼ାଇଲେ। ଏବଂ ସେସବୁର ଆଙ୍କଡ଼ା ସୁନାରେ ତିଆରି କଲେ ଓ ତହିଁ ନିମନ୍ତେ ରୂପାର ଗ୍ଭରୋଟି ଚୁଙ୍ଗୀ ଢାଳିଲେ।

Gade chapit la Kopi




ଯାତ୍ରା ପୁସ୍ତକ 36:36
5 Referans Kwoze  

କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜାଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ।


ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍‍ କାଷ୍ଠ,


ଆଉ ତୁମ୍ଭେ ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ।


ଏଥିଉତ୍ତାରେ ସେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କଲେ।


ଆଉ, ସେ ତମ୍ବୁଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କଲେ।


Swiv nou:

Piblisite


Piblisite