Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 36:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିଉତ୍ତାରେ କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି, ତହିଁ ମଧ୍ୟରେ ଶିଳ୍ପକର୍ମରେ କିରୂବର ଆକୃତି କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଅନନ୍ତର କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର ଓ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ଵାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି ତହିଁ ମଧ୍ୟରେ ଶିଳ୍ପ କର୍ମରେ କିରୂବର ଆକୃତି କଲେ।

Gade chapit la Kopi

ଓଡିଆ ବାଇବେଲ

8 ଏଥିଉତ୍ତାରେ କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି, ତହିଁ ମଧ୍ୟରେ ଶିଳ୍ପ କର୍ମରେ କିରୂବର ଆକୃତି କଲେ।

Gade chapit la Kopi

ପବିତ୍ର ବାଇବଲ

8 ଏହା ପରେ ସେହି ନିପୁଣ କାରିଗରଗଣ ବଳାଶୁଭ୍ର କ୍ଷୋମସୂତ୍ର ଓ ନୀଳ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ସୂତ୍ର ଦ୍ୱାରା ପବିତ୍ର ତମ୍ବୁର ଦଶ ଯବନିକା ପ୍ରସ୍ତୁତ କଲେ। ଏବଂ ତାହା ମଧ୍ୟରେ ଶିଳ୍ପ କର୍ମରେ କିରୂବ ଦୂତଗଣର ଆକୃତି କଲେ।

Gade chapit la Kopi




ଯାତ୍ରା ପୁସ୍ତକ 36:8
14 Referans Kwoze  

ଆଉ ସେ ମହାପବିତ୍ର ଗୃହରେ ପିତୁଳା କର୍ମର ଦୁଇ କିରୂବ ନିର୍ମାଣ କଲେ ଓ ସେମାନେ ତାହା ସୁବର୍ଣ୍ଣରେ ମଡ଼ାଇଲେ।


ଆହୁରି ଦାଉଦ ଆପଣା ପାଇଁ ଦାଉଦ ନଗରେ ଅନେକ ଗୃହ ନିର୍ମାଣ କଲେ; ଆଉ ପରମେଶ୍ୱରଙ୍କ ସିନ୍ଦୁକ ପାଇଁ ଏକ ସ୍ଥାନ ପ୍ରସ୍ତୁତ କରି ତହିଁ ପାଇଁ ଏକ ତମ୍ବୁ ସ୍ଥାପନ କଲେ।


ପୁଣି, ସେ ମହାପବିତ୍ର ସ୍ଥାନ ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ।


ଆଉ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ବିଜ୍ଞମନା ଲୋକ ଆସି ସଦାପ୍ରଭୁଙ୍କର ଆଦିଷ୍ଟ ସକଳ ବସ୍ତୁ ନିର୍ମାଣ କରନ୍ତୁ,


ଆଉ ଦେଖ, ଆମ୍ଭେ ଦାନ୍ ବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କରିଅଛୁ; ପୁଣି, ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଇଅଛୁ; ଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଇଅଛୁ, ତାହାସବୁ ସେମାନେ ନିର୍ମାଣ କରି ପାରିବେ।


ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍‍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ-ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।


ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟାକର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ।


ଅର୍ଥାତ୍‍, ସମାଗମ-ତମ୍ବୁ ଓ ସାକ୍ଷ୍ୟ-ସିନ୍ଦୁକ ଓ ତହିଁର ଉପରିସ୍ଥ ପାପାଚ୍ଛାଦନ ଓ ତମ୍ବୁର ସମସ୍ତ ପାତ୍ର,


ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ, ପ୍ରତ୍ୟେକ ଯବନିକା ଚାରି ହସ୍ତ ପ୍ରସ୍ଥ ଓ ସମସ୍ତ ଯବନିକାର ସମାନ ପରିମାଣ ଥିଲା।


ତହୁଁ ଶଲୋମନ ଓ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନ୍‍ସ୍ଥିତ ଉଚ୍ଚସ୍ଥଳୀକି ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ପ୍ରାନ୍ତରରେ ନିର୍ମିତ ପରମେଶ୍ୱରଙ୍କ ସମାଗମ-ତମ୍ବୁ ସେଠାରେ ଥିଲା।


ଅର୍ଥାତ୍‍, ସେମାନେ ସ୍ୱର୍ଣ୍ଣ ପିଟାଇ ପାତଳ ପତ୍ର କରି ଶିଳ୍ପକର୍ମ ଦ୍ୱାରା ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ମଧ୍ୟରେ ବୁଣିବା ପାଇଁ ତାହା କାଟି ଜରୀ କଲେ।


Swiv nou:

Piblisite


Piblisite