Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 37:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ବତ୍ସଲେଲ ଶିଟୀମ୍‍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ବତ୍ସଲେଲ ଶିଟୀମ୍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ ଯାତ୍ରା. ୨୫:୧୦-୨୦

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ବତ୍ସଲେଲ ଶିଟୀମ୍‍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ

Gade chapit la Kopi

ପବିତ୍ର ବାଇବଲ

1 ବତ୍ସଲେଲ ଶିଟୀମ୍ କାଠରେ ଏକ ପବିତ୍ର ସିନ୍ଦୁକ ତିଆରି କଲେ। ଯାହାର ଲମ୍ବ ଥିଲା ଅଢ଼େଇ ହାତ, ଦେଢ଼ ହାତ ଚଉଡ଼ା ଏବଂ ଦେଢ଼ ହାତ ଉଚ୍ଚ।

Gade chapit la Kopi




ଯାତ୍ରା ପୁସ୍ତକ 37:1
10 Referans Kwoze  

ପୁଣି, ଆଙ୍କୁଡ଼ା ସବୁର ତଳେ ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦ ବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦ ବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ।


ପୁଣି, ତହିଁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକ ରଖି ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ସିନ୍ଦୁକ ଆଚ୍ଛାଦନ କରିବ।


ଅର୍ଥାତ୍‍, ସମାଗମ-ତମ୍ବୁ ଓ ସାକ୍ଷ୍ୟ-ସିନ୍ଦୁକ ଓ ତହିଁର ଉପରିସ୍ଥ ପାପାଚ୍ଛାଦନ ଓ ତମ୍ବୁର ସମସ୍ତ ପାତ୍ର,


ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମ-ସିନ୍ଦୁକ ଥିଲା। ସେହି ନିୟମ-ସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,


ଓ ତହିଁର ଭିତର ଓ ବାହାର ନିର୍ମଳ ସୁବର୍ଣ୍ଣରେ ମଡ଼ାଇ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।


ତହୁଁ ମୁଁ ଶିଟୀମ୍‍ କାଷ୍ଠରେ ଏକ ସିନ୍ଦୁକ ନିର୍ମାଣ କଲି ଓ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳିଲି, ଆଉ ସେହି ଦୁଇ ପ୍ରସ୍ତର ଫଳକ ହସ୍ତରେ ନେଇ ପର୍ବତ ଉପରକୁ ଗଲି।


ପୁଣି, ହୂର ଊରିକୁ ଜାତ କଲା ଓ ଊରି ବତ୍ସଲେଲକୁ ଜାତ କଲା।


Swiv nou:

Piblisite


Piblisite