Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 37:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁ ଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହିଁ ଉତ୍ତାରୁ ସେ ଶିଟୀମ୍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କଲେ।

Gade chapit la Kopi

ଓଡିଆ ବାଇବେଲ

10 ତହିଁ ଉତ୍ତାରୁ ସେ ଶିଟୀମ୍‍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ

10 ଏହା ପରେ ସେ ଶିଟୀମ୍ କାଠରେ ଏକ ମେଜ ତିଆରି କଲେ। ଏହାର ଲମ୍ବ ଦୁଇ ହାତ, ଏକ ହାତ ଚଉଡ଼ା, ଦେଢ଼ ହାତ ଉଚ୍ଚତା ଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 37:10
13 Referans Kwoze  

ଅଣଯିହୁଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କଅଣ, ତାହା ଈଶ୍ବର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;


ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହପ୍ରାପ୍ତ ହୋଇଅଛୁ।


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।


ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍‍, ତାହାଙ୍କର ଖାଦ୍ୟ ତୁଚ୍ଛ, ଏହା କହି ତୁମ୍ଭେମାନେ ସେହି ନାମକୁ ଅଶୁଚି କରୁଅଛ।


ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପସକଳ ଜାଳିବ।


ପୁଣି, ମେଜ, ତହିଁର ସାଙ୍ଗୀ, ପାତ୍ରସକଳ ଓ ଦର୍ଶନୀୟ ରୁଟି,


ଆଉ ମେଜ, ତହିଁର ପାତ୍ରାଦି, ନିର୍ମଳ ସ୍ୱର୍ଣ୍ଣ ଦୀପବୃକ୍ଷ, ତହିଁର ସମସ୍ତ ପାତ୍ର, ଧୂପବେଦି,


ପୁଣି, କିରୂବମାନଙ୍କର ପକ୍ଷ ଉର୍ଦ୍ଧ୍ବକୁ ବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା।


ପୁଣି, ତାହା ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।


ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍‍, ସ୍ୱର୍ଣ୍ଣ-ବେଦି ଓ ଦର୍ଶନୀୟ ରୁଟି ସ୍ଥାପନାର୍ଥେ ସ୍ୱର୍ଣ୍ଣର ମେଜ;


Swiv nou:

Piblisite


Piblisite