ଯାତ୍ରା ପୁସ୍ତକ 37:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆହୁରି, ସେ ନିର୍ମଳ ସୁବର୍ଣ୍ଣରେ ଏକ ଦୀପବୃକ୍ଷ ନିର୍ମାଣ କଲେ, ସେ ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମାଣ କଲେ, ଆଉ ତହିଁର ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)17 ଆହୁରି, ସେ ନିର୍ମଳ ସୁବର୍ଣ୍ଣରେ ଏକ ଦୀପବୃକ୍ଷ ନିର୍ମାଣ କଲେ, ସେ ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ତି ଓ ଶାଖା ନିର୍ମାଣ କଲେ, ଆଉ ତହିଁର ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ହେଲା। Gade chapit laଓଡିଆ ବାଇବେଲ17 ଆହୁରି, ସେ ନିର୍ମଳ ସୁବର୍ଣ୍ଣରେ ଏକ ଦୀପବୃକ୍ଷ ନିର୍ମାଣ କଲେ, ସେ ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମାଣ କଲେ, ଆଉ ତହିଁର ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ହେଲା। Gade chapit laପବିତ୍ର ବାଇବଲ17 ଏହା ପରେ ସେ ଶୁଦ୍ଧ ସୁବର୍ଣ୍ଣରେ ଦୀପବୃକ୍ଷ ତିଆରି କଲେ। ସେ ଦୀପରୁଖାରେ ବୃନ୍ତ ଓ ଶାଖା କରିବା ପାଇଁ ସୁବର୍ଣ୍ଣକୁ ପିଟିଲେ। ତା'ପରେ ସେ ଫୁଲ, ପାଖୁଡ଼ା, କଢ଼ିମାନ ତିଆରି କଲେ। ସେ ଏହି ଜିନିଷଗୁଡ଼ିକୁ ଏକାଠି ଯୋଡ଼ି ଗୋଟିଏ ଜିନିଷ ତିଆରି କଲେ। Gade chapit la |
ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସୁଗନ୍ଧି ଧୂପ ଦଗ୍ଧ କରୁଅଛନ୍ତି; ସେମାନେ ପବିତ୍ର ମେଜ ଉପରେ ଦର୍ଶନୀୟ ରୁଟି ଓ ପ୍ରତି ସନ୍ଧ୍ୟାରେ ଜ୍ୱଳାଇବା ପାଇଁ ପ୍ରଦୀପ ସହିତ ସ୍ୱର୍ଣ୍ଣମୟ ଦୀପବୃକ୍ଷ ସଜାନ୍ତି; କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷଣୀୟ ରକ୍ଷା କରୁଅଛୁ; ମାତ୍ର ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିଅଛ।