Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 37:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଓ ତହିଁର ଭିତର ଓ ବାହାର ନିର୍ମଳ ସୁବର୍ଣ୍ଣରେ ମଡ଼ାଇ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଓ ତହିଁର ଭିତର ଓ ବାହାର ନିର୍ମଳ ସୁବର୍ଣ୍ଣରେ ମଡ଼ାଇ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।

Gade chapit la Kopi

ଓଡିଆ ବାଇବେଲ

2 ଓ ତହିଁର ଭିତର ଓ ବାହାର ନିର୍ମଳ ସୁବର୍ଣ୍ଣରେ ମଡ଼ାଇ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।

Gade chapit la Kopi

ପବିତ୍ର ବାଇବଲ

2 ସେ ଏହି ସିନ୍ଦୁକକୁ ଶୁଦ୍ଧ ସୁବର୍ଣ୍ଣ ଦ୍ୱାରା ଭିତର ପଟ ଓ ବାହାର ପଟ ମଡ଼ାଇଲେ। ଏହା ପରେ ସେ ସୁବର୍ଣ୍ଣର କାନ୍ଥ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 37:2
3 Referans Kwoze  

ତହିଁର ପୃଷ୍ଠ ଓ ଚାରି ପାର୍ଶ୍ୱ ଓ ଶୃଙ୍ଗ ନିର୍ମଳ ସୁବର୍ଣ୍ଣରେ ମଡ଼ାଇବ ଓ ତହିଁର ଚାରିଆଡ଼େ ସ୍ୱର୍ଣ୍ଣର କାନ୍ଥି କରିବ।


ଏଥିଉତ୍ତାରେ ବତ୍ସଲେଲ ଶିଟୀମ୍‍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ


ପୁଣି, ତହିଁର ଚାରି କୋଣ ନିମନ୍ତେ ଚାରି ସ୍ୱର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ଦେଲେ।


Swiv nou:

Piblisite


Piblisite