Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 37:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା।

Gade chapit la Kopi

ଓଡିଆ ବାଇବେଲ

22 ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା।

Gade chapit la Kopi

ପବିତ୍ର ବାଇବଲ

22 ସମ୍ପୂର୍ଣ୍ଣ ଦୀପ ବୃକ୍ଷଟି ତା'ର ଗଣ୍ଡି, ଶାଖା, ଫୁଲ ଓ ଫଳ ସବୁ ଶୁଦ୍ଧ ସୁବର୍ଣ୍ଣରେ ତିଆରି ହେଲା। ସମସ୍ତ ପିଟା ସୁନା କର୍ମରେ ନିର୍ମିତ ହୋଇଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 37:22
9 Referans Kwoze  

ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍‍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ;


ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି।


କାରଣ ଦଶ ଏକର ଦ୍ରାକ୍ଷାକ୍ଷେତ୍ରରେ ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଓ ଦଶ ମହଣ ବୀଜରୁ କେବଳ ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।”


ଭଗ୍ନ ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।


ଆହୁରି, ତୁମ୍ଭେ ନିର୍ମଳ ସୁବର୍ଣ୍ଣର ଏକ ଦୀପବୃକ୍ଷ ନିର୍ମାଣ କରିବ; ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମିତ ହେବ; ଆଉ ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।


ଆଉ, କଳିକା, ଶାଖା ତହିଁର ଅଂଶ ହେବ ଓ ସମସ୍ତ ନିର୍ମଳ ସ୍ୱର୍ଣ୍ଣରେ ନିର୍ମିତ ଏକ ପିଟାକର୍ମ ହେବ।


ଆଉ, ତହିଁରୁ ଯେଉଁ ଛଅ ଶାଖା ନିର୍ଗତ ହେଲା, ତଦନୁସାରେ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ୱୟର ତଳେ ଏକ କଳିକା ରହିଲା।


ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।


Swiv nou:

Piblisite


Piblisite