Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 37:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ସେ ଏକ ତାଳନ୍ତ ପରିମିତ ନିର୍ମଳ ସୁବର୍ଣ୍ଣରେ ତାହା ଓ ତହିଁର ସମସ୍ତ ପାତ୍ର ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ସେ ଏକ ମହଣ ପରିମିତ ନିର୍ମଳ ସୁବର୍ଣ୍ଣରେ ତାହା ଓ ତହିଁର ସମସ୍ତ ପାତ୍ର ନିର୍ମାଣ କଲେ।

Gade chapit la Kopi

ଓଡିଆ ବାଇବେଲ

24 ସେ ଏକ ତାଳନ୍ତ ପରିମିତ ନିର୍ମଳ ସୁବର୍ଣ୍ଣରେ ତାହା ଓ ତହିଁର ସମସ୍ତ ପାତ୍ର ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ

24 ସେ ଏହି ସମସ୍ତ କାର୍ଯ୍ୟ ପାଇଁ ଏକ ତାଳନ୍ତ ସୁବର୍ଣ୍ଣ ବ୍ୟବହାର କଲେ।

Gade chapit la Kopi




ଯାତ୍ରା ପୁସ୍ତକ 37:24
2 Referans Kwoze  

ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।


ଏଥିଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା।


Swiv nou:

Piblisite


Piblisite