Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 37:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏଥିଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଅନନ୍ତର ସେ ଶିଟୀମ୍ କାଷ୍ଠରେ ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା।

Gade chapit la Kopi

ଓଡିଆ ବାଇବେଲ

25 ଏଥିଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା।

Gade chapit la Kopi

ପବିତ୍ର ବାଇବଲ

25 ସେ ଧୂପ ଜଳାଇବା ପାଇଁ ଗୋଟିଏ ବେଦି ତିଆରି କଲେ। ସେ ଏଥିପାଇଁ ଶିଟିମ୍ କାଠ ବ୍ୟବହାର କଲେ। ଏହି ବେଦିଟି ଏକ ବର୍ଗାକାର, ଯାହାର ଦୈର୍ଘ୍ୟ ପ୍ରସ୍ଥ ଥିଲା ଏକ ହାତ ଓ ଉଚ୍ଚତା ଥିଲା ଦୁଇ ହାତ। ଶିଙ୍ଗଗୁଡ଼ିକ ତିଆରି ହୋଇଥିଲା ବେଦିର ଅଂଶ ଭାବରେ।

Gade chapit la Kopi




ଯାତ୍ରା ପୁସ୍ତକ 37:25
15 Referans Kwoze  

ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।


ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।


ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି।


ରେ ଅନ୍ଧମାନେ, ନୈବେଦ୍ୟ କିମ୍ବା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ବେଦି, ଏହି ଦୁଇ ମଧ୍ୟରେ କେଉଁଟା ଶ୍ରେଷ୍ଠ?


ମାତ୍ର ସେ ବଳବାନ ହୁଅନ୍ତେ, ତାଙ୍କର ଅନ୍ତଃକରଣ ଉଦ୍ଧତ ହେଲା, ତହୁଁ ସେ ଦୁରାଚରଣ କରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ; କାରଣ ସେ ଧୂପବେଦିରେ ଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।


ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ସ୍ୱର୍ଣ୍ଣର ଧୂପବେଦି ରଖିବ, ପୁଣି, ଆବାସ-ଦ୍ୱାରର ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।


ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମ-ସିନ୍ଦୁକ ଥିଲା। ସେହି ନିୟମ-ସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,


ଆଉ ମେଜ, ତହିଁର ପାତ୍ରାଦି, ନିର୍ମଳ ସ୍ୱର୍ଣ୍ଣ ଦୀପବୃକ୍ଷ, ତହିଁର ସମସ୍ତ ପାତ୍ର, ଧୂପବେଦି,


ସେ ଏକ ତାଳନ୍ତ ପରିମିତ ନିର୍ମଳ ସୁବର୍ଣ୍ଣରେ ତାହା ଓ ତହିଁର ସମସ୍ତ ପାତ୍ର ନିର୍ମାଣ କଲେ।


ଆଉ, ତାହା, ତହିଁର ପୃଷ୍ଠ, ତହିଁର ଚାରି ପାର୍ଶ୍ୱ ଓ ତହିଁର ଶୃଙ୍ଗସକଳ ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ; ପୁଣି, ସେ ତହିଁର ଚାରିଆଡ଼େ ସୁବର୍ଣ୍ଣର କାନ୍ଥି କଲେ।


ପୁଣି, ଧୂପବେଦି, ତହିଁର ସାଙ୍ଗୀ, ଅଭିଷେକାର୍ଥକ ତୈଳ, ସୁଗନ୍ଧି ଧୂପ ଓ ଆବାସ ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର,


Swiv nou:

Piblisite


Piblisite