Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 37:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆଉ, ତାହା, ତହିଁର ପୃଷ୍ଠ, ତହିଁର ଚାରି ପାର୍ଶ୍ୱ ଓ ତହିଁର ଶୃଙ୍ଗସକଳ ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ; ପୁଣି, ସେ ତହିଁର ଚାରିଆଡ଼େ ସୁବର୍ଣ୍ଣର କାନ୍ଥି କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆଉ, ତାହା ଓ ତହିଁର ପୃଷ୍ଠ ଓ ତହିଁର ଚାରି ପାର୍ଶ୍ଵ ଓ ତହିଁର ଶୃଙ୍ଗସକଳ ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ; ପୁଣି ସେ ତହିଁର ଚାରିଆଡ଼େ ସୁବର୍ଣ୍ଣର କାନ୍ଥି କଲେ।

Gade chapit la Kopi

ଓଡିଆ ବାଇବେଲ

26 ଆଉ, ତାହା, ତହିଁର ପୃଷ୍ଠ, ତହିଁର ଚାରି ପାର୍ଶ୍ୱ ଓ ତହିଁର ଶୃଙ୍ଗସକଳ ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ; ପୁଣି, ସେ ତହିଁର ଚାରିଆଡ଼େ ସୁବର୍ଣ୍ଣର କାନ୍ଥି କଲେ।

Gade chapit la Kopi

ପବିତ୍ର ବାଇବଲ

26 ଏବଂ ସେହି ଧୂପବେଦିଟିର ଶିଙ୍ଗ ସହିତ ଉପରି ଭାଗ ଶୁଦ୍ଧ ସୁବର୍ଣ୍ଣରେ ଆଚ୍ଛାଦିତ ହୋଇଥିଲା। ଏବଂ ସେ ବେଦି ଚତୁର୍ପାର୍ଶ୍ୱରେ ସୁବର୍ଣ୍ଣର ବଳୟ ନିର୍ମାଣ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 37:26
3 Referans Kwoze  

ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି, ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି, ତହିଁ ଉପର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ।


ଏଥିଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା।


ପୁଣି, ତହିଁର ବହନାର୍ଥକ ସାଙ୍ଗୀର ଘରା ନିମନ୍ତେ ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣରେ ସୁବର୍ଣ୍ଣର ଦୁଇ ଦୁଇ କଡ଼ା ନିର୍ମାଣ କଲେ।


Swiv nou:

Piblisite


Piblisite