Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 37:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଓ ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଓ ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ପାର୍ଶ୍ଵସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇଲେ।

Gade chapit la Kopi

ଓଡିଆ ବାଇବେଲ

5 ଓ ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇଲେ।

Gade chapit la Kopi

ପବିତ୍ର ବାଇବଲ

5 ସେହିପରି ସାଙ୍ଗୀକୁ ବହିବା ପାଇଁ ଦୁଇ ପାର୍ଶ୍ୱରେ ଥିବା ଦୁଇ କଡ଼ା ମଧ୍ୟରେ ସାଙ୍ଗୀକୁ ପୁରାଇଥିଲେ।

Gade chapit la Kopi




ଯାତ୍ରା ପୁସ୍ତକ 37:5
6 Referans Kwoze  

ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।


ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ, ତହିଁର ସକଳ ଦ୍ରବ୍ୟ ଓ ତତ୍‍ସମ୍ବନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ।


ଆଉ ସେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ କରି ସୁବର୍ଣ୍ଣ ମଡ଼ାଇଲେ


ଏଉତ୍ତାରେ ସେ ନିର୍ମଳ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କଲେ।


ଆଉ ସେହି ସାଙ୍ଗୀ ଏତେ ଦୀର୍ଘ ଥିଲା ଯେ, ତହିଁର ଅଗ୍ରଭାଗ ମହାପବିତ୍ର ସ୍ଥାନ ସମ୍ମୁଖସ୍ଥ ପବିତ୍ର ସ୍ଥାନରୁ ଦେଖାଗଲା; ମାତ୍ର ବାହାରେ ଦେଖାଗଲା ନାହିଁ। ଆଜି ପର୍ଯ୍ୟନ୍ତ ତାହା ସେଠାରେ ଅଛି।


Swiv nou:

Piblisite


Piblisite