Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 37:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁର ଏକ ମୁଣ୍ଡରେ ଏକ କିରୂବ ଓ ଅନ୍ୟ ମୁଣ୍ଡରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହିଁର ଏକ ମୁଣ୍ତରେ ଏକ କିରୂବ ଓ ଅନ୍ୟ ମୁଣ୍ତରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ତରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ।

Gade chapit la Kopi

ଓଡିଆ ବାଇବେଲ

8 ତହିଁର ଏକ ମୁଣ୍ଡରେ ଏକ କିରୂବ ଓ ଅନ୍ୟ ମୁଣ୍ଡରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ।

Gade chapit la Kopi

ପବିତ୍ର ବାଇବଲ

8 ତହିଁର ଏକ ମୁଣ୍ଡରେ ଏକ କିରୂବ, ଅନ୍ୟ ମୁଣ୍ଡରେ ମଧ୍ୟ ଏକ କିରୂବ ସ୍ଥାପନ କଲେ। ପାପାଚ୍ଛାଦନର ଦୁଇମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ।

Gade chapit la Kopi




ଯାତ୍ରା ପୁସ୍ତକ 37:8
2 Referans Kwoze  

ପୁଣି, ପିଟା ସୁବର୍ଣ୍ଣରେ ଦୁଇ କିରୂବ ନିର୍ମାଣ କରି ପାପାଚ୍ଛାଦନର ଦୁଇ ମୁଣ୍ଡରେ ରଖିଲେ।


ପୁଣି, କିରୂବମାନଙ୍କର ପକ୍ଷ ଉର୍ଦ୍ଧ୍ବକୁ ବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା।


Swiv nou:

Piblisite


Piblisite