Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 38:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତଦ୍ରୂପେ ଅନ୍ୟ ପାର୍ଶ୍ୱ ନିମନ୍ତେ ଥିଲା। ପ୍ରାଙ୍ଗଣ-ଦ୍ୱାର ସନ୍ନିକଟ ଏ ପାର୍ଶ୍ୱରେ ଓ ସେ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତଦ୍ରୂପେ ଅନ୍ୟ ପାର୍ଶ୍ଵ ନିମନ୍ତେ ଥିଲା। ପ୍ରାଙ୍ଗଣ-ଦ୍ଵାର ସନ୍ନିକଟ ଏପାର୍ଶ୍ଵରେ ଓ ସେପାର୍ଶ୍ଵରେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।

Gade chapit la Kopi

ଓଡିଆ ବାଇବେଲ

15 ତଦ୍ରୂପେ ଅନ୍ୟ ପାର୍ଶ୍ୱ ନିମନ୍ତେ ଥିଲା। ପ୍ରାଙ୍ଗଣ-ଦ୍ୱାର ସନ୍ନିକଟ ଏ ପାର୍ଶ୍ୱରେ ଓ ସେ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।

Gade chapit la Kopi

ପବିତ୍ର ବାଇବଲ

15 ଅନ୍ୟ ପାର୍ଶ୍ୱ ପାଇଁ ପରଦାର କାନ୍ଥ ପନ୍ଦର ହାତ ଲମ୍ବ ଥିଲା। ପ୍ରାଙ୍ଗଣର ଦ୍ୱାର ସନ୍ନିକଟ ଏକ ପାର୍ଶ୍ୱସ୍ଥ ଓ ଅନ୍ୟ ପାର୍ଶ୍ୱସ୍ଥ ପନ୍ଦର ହାତ ପରଦା ଥିଲା। ଏହାର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 38:15
2 Referans Kwoze  

ଦ୍ୱାରର ଏକ ପାର୍ଶ୍ୱ ନିମନ୍ତେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା;


ପ୍ରାଙ୍ଗଣର ଚତୁର୍ଦ୍ଦିଗର ସକଳ ପରଦା ବଳା ଶୁଭ୍ର କ୍ଷୌମସୂତ୍ରରେ ନିର୍ମିତ ଥିଲା।


Swiv nou:

Piblisite


Piblisite