ଯାତ୍ରା ପୁସ୍ତକ 38:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ସ୍ତମ୍ଭର ଚୁଙ୍ଗୀସବୁ ପିତ୍ତଳର ଥିଲା; ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର; ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ; ପୁଣି, ରୂପା-ବନ୍ଧନୀରେ ପ୍ରାଙ୍ଗଣର ସକଳ ସ୍ତମ୍ଭ ସଂଯୁକ୍ତ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)17 ପୁଣି ସ୍ତମ୍ଭର ଚୁଙ୍ଗୀସବୁ ପିତ୍ତଳର ଥିଲା; ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର; ତହିଁର ମୁଣ୍ତାଳି ରୌପ୍ୟମଣ୍ତିତ; ପୁଣି ରୂପା-ଛୁଞ୍ଚିଆରେ ପ୍ରାଙ୍ଗଣର ସକଳ ସ୍ତମ୍ଭ ସଂଯୁକ୍ତ ଥିଲା। Gade chapit laଓଡିଆ ବାଇବେଲ17 ପୁଣି, ସ୍ତମ୍ଭର ଚୁଙ୍ଗୀସବୁ ପିତ୍ତଳର ଥିଲା; ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର; ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ; ପୁଣି, ରୂପା-ବନ୍ଧନୀରେ ପ୍ରାଙ୍ଗଣର ସକଳ ସ୍ତମ୍ଭ ସଂଯୁକ୍ତ ଥିଲା। Gade chapit laପବିତ୍ର ବାଇବଲ17 ପୁଣି ସ୍ତମ୍ଭର ଆଧାରସବୁ କଂସାର ଥିଲା। ସ୍ତମ୍ଭର ଆଙ୍କଡ଼ା ଛଡ଼ ରୂପାର ଥିଲା। ଏହି ସ୍ତମ୍ଭର ଉପର ଭାଗ ରୂପାରେ ଛାଉଣି ହୋଇଥିଲା। ଏବଂ ଅଗଣାର ଖମ୍ବର ଛଡ଼ସବୁ ରୂପାରେ ତିଆରି ହୋଇଥିଲା। Gade chapit la |