Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 38:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ ନିର୍ମାଣ କରି ପିତ୍ତଳ ମଡ଼ାଇଲେ; ସେହି ଶୃଙ୍ଗସବୁ ତହିଁର ଅଂଶ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ତହିଁର ଚାରି କୋଣ ଉପରେ ଶୃଙ୍ଗ ନିର୍ମାଣ କରି ପିତ୍ତଳ ମଡ଼ାଇଲେ; ସେହି ଶୃଙ୍ଗସବୁ ତହିଁର ଅଂଶ ହେଲା।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ ନିର୍ମାଣ କରି ପିତ୍ତଳ ମଡ଼ାଇଲେ; ସେହି ଶୃଙ୍ଗସବୁ ତହିଁର ଅଂଶ ହେଲା।

Gade chapit la Kopi

ପବିତ୍ର ବାଇବଲ

2 ସେ ଗ୍ଭରୋଟି କୋଣ ନିମନ୍ତେ ଶିଙ୍ଗ ତିଆରି କଲେ। ସେ ଗ୍ଭରୋଟି ଶିଙ୍ଗକୁ ମିଶାଇ ଦେଲେ, ସେସବୁ ଯଜ୍ଞବେଦିର ଏକ ଅଂଶ ହେଲା ଏବଂ ତା'ଉପରେ କଂସା ମଡ଼ାଇଲେ।

Gade chapit la Kopi




ଯାତ୍ରା ପୁସ୍ତକ 38:2
4 Referans Kwoze  

ମୋହର ବଳ କʼଣ ପ୍ରସ୍ତରମାନଙ୍କର ବଳ? ଅବା ମୋହର ମାଂସ କʼଣ ପିତ୍ତଳ?


ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ କରିବ, ଆଉ ସେହି ଶୃଙ୍ଗ ବେଦିର ଏକାଂଶ ହେବ ଓ ତାହା ପିତ୍ତଳରେ ମଡ଼ାଯିବ।


ଏଥିଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥ ଓ ତିନି ହସ୍ତ ଉଚ୍ଚ ଏକ ଚତୁଷ୍କୋଣ ହୋମବେଦି ନିର୍ମାଣ କଲେ।


ଆଉ ସେ ବେଦିର ସମସ୍ତ ପାତ୍ର, ଅର୍ଥାତ୍‍, ଭସ୍ମଧାନୀ, କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ, ଏହି ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କଲେ।


Swiv nou:

Piblisite


Piblisite