ଯାତ୍ରା ପୁସ୍ତକ 38:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ଆବାସର ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର କଣ୍ଟାସବୁ ପିତ୍ତଳର ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)20 ପୁଣି ଆବାସର ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର ମେଖସବୁ ପିତ୍ତଳର ଥିଲା। Gade chapit laଓଡିଆ ବାଇବେଲ20 ପୁଣି, ଆବାସର ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର କଣ୍ଟାସବୁ ପିତ୍ତଳର ଥିଲା। Gade chapit laପବିତ୍ର ବାଇବଲ20 ପବିତ୍ର ତମ୍ବୁର ଓ ଅଗଣାର ଖିଲସବୁ କଂସାରେ ନିର୍ମିତ ହୋଇଥିଲା। Gade chapit la |
ପୁଣି, ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍ ଆଶ୍ୱାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି।