Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 38:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକାରୀ, ଖୋଦକ ଓ ବିଜ୍ଞ ତନ୍ତୁବାୟ ଦାନ୍ ବଂଶଜାତ ଅହୀଷାମକଙ୍କ ପୁତ୍ର ଅହଲୀୟାବ ସହକାରୀ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆଉ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକାରୀ ଓ ଖୋଦକ ଓ ବିଜ୍ଞ ତନ୍ତୁବାୟ ଦାନ ବଂଶଜାତ ଆହୀଷାମାକଙ୍କ ପୁତ୍ର ଅହଲୀୟାବ ସହକାରୀ ଥିଲେ।

Gade chapit la Kopi

ଓଡିଆ ବାଇବେଲ

23 ଆଉ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକାରୀ, ଖୋଦକ ଓ ବିଜ୍ଞ ତନ୍ତୁବାୟ ଦାନ୍ ବଂଶଜାତ ଅହୀଷାମକଙ୍କ ପୁତ୍ର ଅହଲୀୟାବ ସହକାରୀ ଥିଲେ।

Gade chapit la Kopi

ପବିତ୍ର ବାଇବଲ

23 ଦାନ ପରିବାରବର୍ଗର ଅହୀଷାମକଙ୍କ ପୁତ୍ର ଅହଲୀୟାବ ଖୋଦନ କାର୍ଯ୍ୟରେ, ରୂପାଙ୍କନ କରିବାରେ, ନୀଳ ବାଇଗଣୀ ଓ ଲାଲ ବସ୍ତ୍ର ବୁଣିବାରେ ନିପୁଣ ଥିଲେ ଓ ସେ ତାଙ୍କର ସହକାରୀ ଥିଲେ।

Gade chapit la Kopi




ଯାତ୍ରା ପୁସ୍ତକ 38:23
6 Referans Kwoze  

ପୁଣି, ଶିକ୍ଷା ଦେବା ପାଇଁ ତାହାର ଓ ଦାନ୍ ବଂଶୀୟ ଅହୀଷାମକର ପୁତ୍ର ଅହଲୀୟାବର ମନରେ ପ୍ରବୃତ୍ତି ଦେଲେ।


ଆଉ ଦେଖ, ଆମ୍ଭେ ଦାନ୍ ବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କରିଅଛୁ; ପୁଣି, ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଇଅଛୁ; ଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଇଅଛୁ, ତାହାସବୁ ସେମାନେ ନିର୍ମାଣ କରି ପାରିବେ।


ପୁଣି, ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ,


ପୁଣି, ଆବାସର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରିବ।


“ଦେଖ, ଆମ୍ଭେ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଆହ୍ୱାନ କରିଅଛୁ


“ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ନିର୍ମାଣ କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହି ସବୁ ବିଜ୍ଞମନା ଲୋକେ କର୍ମ କରିବେ।”


Swiv nou:

Piblisite


Piblisite