Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 38:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏଣୁ ସେହି ଏକ ଶହ ତାଳନ୍ତ ରୂପାରେ ପବିତ୍ର ସ୍ଥାନର ଓ ବିଚ୍ଛେଦ ବସ୍ତ୍ରର ଚୁଙ୍ଗୀ ଢଳାଗଲା; ଏକ ଶହ ଚୁଙ୍ଗୀ ନିମନ୍ତେ ଏକ ଶହ ତାଳନ୍ତ, ଅର୍ଥାତ୍‍, ଏକ ଏକ ଚୁଙ୍ଗୀ ନିମନ୍ତେ ଏକ ଏକ ତାଳନ୍ତ ବ୍ୟୟ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଏଣୁ ସେହି ଏକଶହ ମହଣ ରୂପାରେ ପବିତ୍ର ସ୍ଥାନର ଓ ବିଚ୍ଛେଦବସ୍ତ୍ରର ଚୁଙ୍ଗୀ ଢଳାଗଲା; ଏକଶହ ଚୁଙ୍ଗୀ ନିମନ୍ତେ ଏକଶହ ମହଣ, ଅର୍ଥାତ୍, ଏକ ଏକ ଚୁଙ୍ଗୀ ନିମନ୍ତେ ଏକ ଏକ ମହଣ ବ୍ୟୟ ହେଲା।

Gade chapit la Kopi

ଓଡିଆ ବାଇବେଲ

27 ଏଣୁ ସେହି ଏକଶହ ତାଳନ୍ତ ରୂପାରେ ପବିତ୍ର ସ୍ଥାନର ଓ ବିଚ୍ଛେଦ ବସ୍ତ୍ରର ଚୁଙ୍ଗୀ ଢଳାଗଲା; ଏକଶହ ଚୁଙ୍ଗୀ ନିମନ୍ତେ ଏକଶହ ତାଳନ୍ତ, ଅର୍ଥାତ୍‍, ଏକ ଏକ ଚୁଙ୍ଗୀ ନିମନ୍ତେ ଏକ ଏକ ତାଳନ୍ତ ବ୍ୟୟ ହେଲା।

Gade chapit la Kopi

ପବିତ୍ର ବାଇବଲ

27 ଏକ ତାଳନ୍ତ ଲେଖାଏଁ ରୂପାରେ ପବିତ୍ର ସ୍ଥାନର ଆଧାର ଓ ପରଦା ତିଆରି ହୋଇଥିଲା। 100 ଆଧାର ପାଇଁ 100 ତାଳନ୍ତ ବ୍ୟବହାର କରାଗଲା ଅର୍ଥାତ୍ ଗୋଟିଏ ଆଧାର ପାଇଁ ଏକ ତାଳନ୍ତ।

Gade chapit la Kopi




ଯାତ୍ରା ପୁସ୍ତକ 38:27
6 Referans Kwoze  

ପୁଣି, ସେହି କୋଡ଼ିଏ ପଟା ତଳେ ଚାଳିଶ ରୂପାର ଚୁଙ୍ଗୀ କରିବ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ମଧ୍ୟ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ହେବ।


ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍‍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି, ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ୱର୍ଣ୍ଣର ଆଙ୍କୁଡ଼ାସବୁ ବସାଇବ।


ତହିଁରେ ତହିଁର ପଟା ଆଠ ଖଣ୍ଡ ହେବ ଓ ତହିଁର ଷୋଳ ରୂପାଚୁଙ୍ଗୀ ହେବ; ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଚୁଙ୍ଗୀ ହେବ।


ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ; ଏରୂପେ ରୂପାର ଚାଳିଶ ଚୁଙ୍ଗୀ ହେବ।


ପ୍ରତ୍ୟେକ ଗଣିତ ଲୋକଙ୍କ ନିମନ୍ତେ, ଅର୍ଥାତ୍‍, ଯେଉଁମାନେ ବିଂଶତି ବର୍ଷ ବୟସ୍କ ଅବା ତହିଁରୁ ଅଧିକ ବୟସ୍କ ଥିଲେ, ସେହି ଛଅ ଲକ୍ଷ ତିନି ସହସ୍ର ପାଞ୍ଚ ଶହ ପଚାଶ ଲୋକଙ୍କ ମଧ୍ୟରୁ ପ୍ରତ୍ୟେକ ଜଣ ନିମନ୍ତେ ଏକ ଏକ ବେକା, ଅର୍ଥାତ୍‍, ପବିତ୍ର ସ୍ଥାନର ଶେକଲାନୁସାରେ ଅର୍ଦ୍ଧ ଅର୍ଦ୍ଧ ଶେକଲ ଦେବାକୁ ହୋଇଥିଲା।


ପୁଣି, ସେହି ଏକ ସହସ୍ର ସାତ ଶହ ପଞ୍ଚସ୍ତରି ଶେକଲ ରୂପାରେ ସେ ସ୍ତମ୍ଭ ନିମନ୍ତେ ଆଙ୍କୁଡ଼ା ନିର୍ମାଣ କଲେ ଓ ତହିଁର ମୁଣ୍ଡାଳି ମଣ୍ଡିତ ଓ ବନ୍ଧନୀରେ ସଂଯୁକ୍ତ କଲେ।


Swiv nou:

Piblisite


Piblisite