Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 38:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି, ନୈବେଦ୍ୟର ପିତ୍ତଳ ସତୁରି ତାଳନ୍ତ ଦୁଇ ସହସ୍ର ଚାରି ଶହ ଶେକଲ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ପୁଣି ନୈବେଦ୍ୟର ପିତ୍ତଳ ସତୁରି ମହଣ ଦୁଇ ସହସ୍ର ଚାରିଶହ ଶେକଲ ଥିଲା।

Gade chapit la Kopi

ଓଡିଆ ବାଇବେଲ

29 ପୁଣି, ନୈବେଦ୍ୟର ପିତ୍ତଳ ସତୁରି ତାଳନ୍ତ ଦୁଇ ସହସ୍ର ଚାରିଶହ ଶେକଲ ଥିଲା।

Gade chapit la Kopi

ପବିତ୍ର ବାଇବଲ

29 ପିତ୍ତଳର ନୈବେଦ୍ୟ ସତୁରି ତାଳନ୍ତ 2,400 ଶେକଲ ଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 38:29
2 Referans Kwoze  

ପୁଣି, ସେହି ଏକ ସହସ୍ର ସାତ ଶହ ପଞ୍ଚସ୍ତରି ଶେକଲ ରୂପାରେ ସେ ସ୍ତମ୍ଭ ନିମନ୍ତେ ଆଙ୍କୁଡ଼ା ନିର୍ମାଣ କଲେ ଓ ତହିଁର ମୁଣ୍ଡାଳି ମଣ୍ଡିତ ଓ ବନ୍ଧନୀରେ ସଂଯୁକ୍ତ କଲେ।


ଏଣୁ ସେ ତାହା ଦ୍ୱାରା ସମାଗମ-ତମ୍ବୁ ଦ୍ୱାରର ଚୁଙ୍ଗୀ, ପିତ୍ତଳର ବେଦି, ତହିଁର ପିତ୍ତଳର ଝାଞ୍ଜିରୀ ଓ ବେଦିର ସମସ୍ତ ପାତ୍ର,


Swiv nou:

Piblisite


Piblisite