Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 38:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ସେ ବେଦିର ସମସ୍ତ ପାତ୍ର, ଅର୍ଥାତ୍‍, ଭସ୍ମଧାନୀ, କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ, ଏହି ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ ସେ ବେଦିର ସମସ୍ତ ପାତ୍ର, ଅର୍ଥାତ୍, ଭସ୍ମଧାନୀ ଓ କରଚୁଲି ଓ କୁଣ୍ତ ଓ ତ୍ରିଶୂଳ ଓ ଅଙ୍ଗାରଧାନୀ, ଏହି ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କଲେ।

Gade chapit la Kopi

ଓଡିଆ ବାଇବେଲ

3 ଆଉ ସେ ବେଦିର ସମସ୍ତ ପାତ୍ର, ଅର୍ଥାତ୍‍, ଭସ୍ମଧାନୀ, କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ, ଏହି ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କଲେ।

Gade chapit la Kopi

ପବିତ୍ର ବାଇବଲ

3 ଏହା ପରେ ସେ ଯଜ୍ଞବେଦି ପାଇଁ ଦରକାରୀ ପିତ୍ତଳ ପାତ୍ର, ବେଲଗ୍ଭ, କରଚୁଲ୍ଲୀ, ଗରା, କଣ୍ଟା ଗ୍ଭମଚ ଓ ଅଙ୍ଗାରଧାନୀ ସବୁକୁ ପ୍ରସ୍ତୁତ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 38:3
6 Referans Kwoze  

ସେହି ଯାଜକମାନେ ଲୋକମାନଙ୍କ ସହିତ ଏପରି ବ୍ୟବହାର କରୁଥିଲେ ଯେ, କୌଣସି ଲୋକ ବଳିଦାନ କଲେ, ମାଂସ ସିଦ୍ଧ ହେବା ସମୟରେ ଯାଜକର ଦାସ ହସ୍ତରେ ତ୍ରିଶୂଳ ଘେନି ଆସେ;


ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ।


ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ ନିର୍ମାଣ କରି ପିତ୍ତଳ ମଡ଼ାଇଲେ; ସେହି ଶୃଙ୍ଗସବୁ ତହିଁର ଅଂଶ ହେଲା।


ଏହି ବେଦିର ବେଢ଼ ତଳେ ନିମ୍ନରୁ ମଧ୍ୟ ପର୍ଯ୍ୟନ୍ତ ପିତ୍ତଳ ନିର୍ମିତ ଜାଲି ଝାଞ୍ଜିରୀ କଲେ।


ମଧ୍ୟ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲେ, ତାହା ଫନ୍ଦଠାରୁ ଫନ୍ଦ ପର୍ଯ୍ୟନ୍ତ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ; ଆଉ ତହିଁର ପରିଧି ତିରିଶ ହାତ ଥିଲା।


ମଧ୍ୟ ତାହାର ପିତା ହୂରମ୍‍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ୱଳ ପିତ୍ତଳରେ ହାଣ୍ଡି ଓ କୋଦାଳ ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା।


Swiv nou:

Piblisite


Piblisite