Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 38:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏହି ବେଦିର ବେଢ଼ ତଳେ ନିମ୍ନରୁ ମଧ୍ୟ ପର୍ଯ୍ୟନ୍ତ ପିତ୍ତଳ ନିର୍ମିତ ଜାଲି ଝାଞ୍ଜିରୀ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏହି ବେଦିର ବେଢ଼ ତଳେ ନିମ୍ନରୁ ମଧ୍ୟ ପର୍ଯ୍ୟନ୍ତ ପିତ୍ତଳନିର୍ମିତ ଜାଲି ଝାଞ୍ଜିରୀ କଲେ।

Gade chapit la Kopi

ଓଡିଆ ବାଇବେଲ

4 ଏହି ବେଦିର ବେଢ଼ ତଳେ ନିମ୍ନରୁ ମଧ୍ୟ ପର୍ଯ୍ୟନ୍ତ ପିତ୍ତଳ ନିର୍ମିତ ଜାଲି ଝାଞ୍ଜିରୀ କଲେ।

Gade chapit la Kopi

ପବିତ୍ର ବାଇବଲ

4 ଏହା ପରେ ସେ ଯଜ୍ଞବେଦି ପାଇଁ କଂସାର ଜାଲି ପ୍ରସ୍ତୁତ କଲେ ଏବଂ ଯଜ୍ଞବେଦିର ଧାରରେ ବାନ୍ଧିଲେ। ଯାହାକି ଯଜ୍ଞବେଦିର ମଝି ପର୍ଯ୍ୟନ୍ତ ଆସିଲା।

Gade chapit la Kopi




ଯାତ୍ରା ପୁସ୍ତକ 38:4
4 Referans Kwoze  

ପୁଣି, ପିତ୍ତଳରେ ଏକ ଜାଲି ଝାଞ୍ଜିରୀ କରିବ ଓ ତହିଁ ଉପରେ ଚାରି କୋଣରେ ପିତ୍ତଳର ଚାରି କଡ଼ା ପ୍ରସ୍ତୁତ କରିବ।


ଏହି ଝାଞ୍ଜିରୀ ବେଦି-ବେଢ଼ ତଳେ ନିମ୍ନ ଭାଗରେ ରଖିବ ଓ ଝାଞ୍ଜିରୀ ବେଦିର ମଧ୍ୟ ପର୍ଯ୍ୟନ୍ତ ପାଇବ।


ଆଉ ସେ ବେଦିର ସମସ୍ତ ପାତ୍ର, ଅର୍ଥାତ୍‍, ଭସ୍ମଧାନୀ, କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ, ଏହି ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କଲେ।


ପୁଣି, ସାଙ୍ଗୀର ଘରା ନିମନ୍ତେ ସେହି ପିତ୍ତଳ ଝାଞ୍ଜିରୀର ଚାରି କୋଣରେ ଚାରି କଡ଼ା ଢାଳିଲେ।


Swiv nou:

Piblisite


Piblisite