Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 38:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ସାଙ୍ଗୀର ଘରା ନିମନ୍ତେ ସେହି ପିତ୍ତଳ ଝାଞ୍ଜିରୀର ଚାରି କୋଣରେ ଚାରି କଡ଼ା ଢାଳିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ସାଙ୍ଗୀର ଘରା ନିମନ୍ତେ ସେହି ପିତ୍ତଳ ଝାଞ୍ଜିରୀର ଚାରି କୋଣରେ ଚାରି କଡ଼ା ଢାଳିଲେ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ସାଙ୍ଗୀର ଘରା ନିମନ୍ତେ ସେହି ପିତ୍ତଳ ଝାଞ୍ଜିରୀର ଚାରି କୋଣରେ ଚାରି କଡ଼ା ଢାଳିଲେ।

Gade chapit la Kopi

ପବିତ୍ର ବାଇବଲ

5 ଏହା ପରେ ସେ କଂସାର କଡ଼ା ତିଆରି କଲେ। ଏହି କଡ଼ା ମଧ୍ୟରେ ସାଙ୍ଗୀ ପୁରେଇ ବେଦି ବୁହାଗଲା। ସେ କଂସା ଜାଲିର ଗ୍ଭରି ପାଖରେ ଗ୍ଭରୋଟି କଡ଼ା ଲଗାଇଲେ।

Gade chapit la Kopi




ଯାତ୍ରା ପୁସ୍ତକ 38:5
4 Referans Kwoze  

ପୁଣି, ପିତ୍ତଳରେ ଏକ ଜାଲି ଝାଞ୍ଜିରୀ କରିବ ଓ ତହିଁ ଉପରେ ଚାରି କୋଣରେ ପିତ୍ତଳର ଚାରି କଡ଼ା ପ୍ରସ୍ତୁତ କରିବ।


ମେଜ ବହନାର୍ଥେ ସାଙ୍ଗୀର ଘରା ନିମନ୍ତେ ସେହି କଡ଼ା ବେଷ୍ଟନ-ପାର୍ଶ୍ୱରେ ଥିବ।


ଏହି ବେଦିର ବେଢ଼ ତଳେ ନିମ୍ନରୁ ମଧ୍ୟ ପର୍ଯ୍ୟନ୍ତ ପିତ୍ତଳ ନିର୍ମିତ ଜାଲି ଝାଞ୍ଜିରୀ କଲେ।


ଆଉ, ସେ ଶିଟୀମ୍‍ କାଷ୍ଠରେ ସେହି ସାଙ୍ଗୀ ନିର୍ମାଣ କରି ପିତ୍ତଳରେ ମଡ଼ାଇଲେ।


Swiv nou:

Piblisite


Piblisite