ଯାତ୍ରା ପୁସ୍ତକ 39:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଚତୁର୍ଥ ଧାଡ଼ିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ ମଣି ଥିଲା; ଏହିସବୁ ମଣି ସ୍ୱର୍ଣ୍ଣାଧାରରେ ବସାଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି ଚତୁର୍ଥ ପଂକ୍ତିରେ ବୈଦୂର୍ଯ୍ୟ ଓ ଗୋମେଦକ ଓ ସୂର୍ଯ୍ୟକା; ମଣି ଥିଲା; ଏହିସବୁ ମଣି ସ୍ଵର୍ଣ୍ଣାଧାରରେ ବସାଗଲା। Gade chapit laଓଡିଆ ବାଇବେଲ13 ପୁଣି, ଚତୁର୍ଥ ଧାଡିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ ମଣି ଥିଲା; ଏହିସବୁ ମଣି ସ୍ୱର୍ଣ୍ଣାଧାରରେ ବସାଗଲା। Gade chapit laପବିତ୍ର ବାଇବଲ13 ଏବଂ ଚତୁର୍ଥ ପଂକ୍ତିରେ ବୈଦୁର୍ଯ୍ୟ, ଗୋମେଦକ ମଣି, ସୂର୍ଯ୍ୟକାନ୍ତ ମଣି ଥିଲା। ଏହିସବୁ ମଣି ସ୍ୱର୍ଣ୍ଣ ଧାରରେ ବସାଗଲା। Gade chapit la |
ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋʼ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ୱର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି।