Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେମାନେ ଆଉ ଦୁଇ ସ୍ୱର୍ଣ୍ଣକଡ଼ା କରି ଏଫୋଦର ଦୁଇ ସ୍କନ୍ଧପଟି ତଳେ ତହିଁ ସମ୍ମୁଖ ଭାଗର ଯୋଡ଼ ସ୍ଥାନରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସେମାନେ ଆଉ ଦୁଇ ସ୍ଵର୍ଣ୍ଣକଡ଼ା କରି ଏଫୋଦର ଦୁଇ ସ୍କନ୍ଧପଟି ତଳେ ତହିଁ ସମ୍ମୁଖ ଭାଗର ଯୋଡ଼ସ୍ଥାନରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିଲେ।

Gade chapit la Kopi

ଓଡିଆ ବାଇବେଲ

20 ସେମାନେ ଆଉ ଦୁଇ ସ୍ୱର୍ଣ୍ଣକଡ଼ା କରି ଏଫୋଦର ଦୁଇ ସ୍କନ୍ଧପଟି ତଳେ ତହିଁ ସମ୍ମୁଖ ଭାଗର ଯୋଡ଼ସ୍ଥାନରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିଲେ।

Gade chapit la Kopi

ପବିତ୍ର ବାଇବଲ

20 ସେମାନେ ଆଉ ଦୁଇ ସ୍ୱର୍ଣ୍ଣକଡ଼ା କଲେ ଏବଂ ଏଫୋଦର ଦୁଇ ସ୍କନ୍ଦପଟି ତଳେ ଲଗାଇଲେ ଓ ଏଫୋଦର କଟିବନ୍ଧନ ଉପରେ ତାହା ଲଗାଇଲେ।

Gade chapit la Kopi




ଯାତ୍ରା ପୁସ୍ତକ 39:20
4 Referans Kwoze  

ପୁଣି, ଏକତ୍ର ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ, ଆଉ ଅବଶିଷ୍ଟ ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ।


ପୁଣି, ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସେହି ବସ୍ତ୍ରାନୁସାରେ ହେବ; ଅର୍ଥାତ୍‍, ସ୍ୱର୍ଣ୍ଣରେ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ହେବ।


ପୁଣି, ସେମାନେ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦର ସମ୍ମୁଖସ୍ଥ ଭିତର ଭାଗରେ ରଖିଲେ।


ଆଉ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଦ କରି ରଖିଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କରାଗଲା।


Swiv nou:

Piblisite


Piblisite