ଯାତ୍ରା ପୁସ୍ତକ 39:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଦ କରି ରଖିଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କରାଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)21 ଆଉ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ଵାରା ଏଫୋଦର କଡ଼ା ସହିତ ବନ୍ଦ କରି ରଖିଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କରାଗଲା। Gade chapit laଓଡିଆ ବାଇବେଲ21 ଆଉ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଦ କରି ରଖିଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କରାଗଲା। Gade chapit laପବିତ୍ର ବାଇବଲ21 ଏହା ପରେ ସେମାନେ ଏକ ନୀଳ ରିବନ ଦ୍ୱାରା ବୁକୁପଟାକୁ ଏଫୋଦରେ ଏପରି ଯତ୍ନପୂର୍ବକ ବାନ୍ଧିଲେ ଯେ, ତାହା ଯେପରି ଗଳି ନ ପଡ଼େ, ତେଣୁ ବିଗ୍ଭରାର୍ଥକ ବୁକୁପଟା ଏଫୋଦର କମରବନ୍ଧ ଉପରେ ସୁରକ୍ଷିତ ହୋଇ ରହିଲା। ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ ଏହା କରାଗଲା। Gade chapit la |