ଯାତ୍ରା ପୁସ୍ତକ 39:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଅର୍ଥାତ୍, ସେବାକରଣାର୍ଥକ ଚୋଗା ଅଞ୍ଚଳର ଚାରିଆଡ଼ରେ ଏକ ଘଣ୍ଟି ଉତ୍ତାରେ ଏକ ଡାଳିମ୍ବ ଓ ଏକ ଘଣ୍ଟି ଉତ୍ତାରେ ଏକ ଡାଳିମ୍ବ, ଏହିରୂପେ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)26 ଅର୍ଥାତ୍, ସେବାକରଣାର୍ଥକ ଚୋଗା ଅଞ୍ଚଳର ଚାରିଆଡ଼ରେ ଏକ ଘଣ୍ଟି ଉତ୍ତାରୁ ଏକ ଡାଳିମ୍ଵ ଓ ଏକ ଘଣ୍ଟି ଉତ୍ତାରୁ ଏକ ଡାଳିମ୍ଵ, ଏହିରୂପେ କଲେ। Gade chapit laଓଡିଆ ବାଇବେଲ26 ଅର୍ଥାତ୍, ସେବାକରଣାର୍ଥକ ଚୋଗା ଅଞ୍ଚଳର ଚାରିଆଡ଼ରେ ଏକ ଘଣ୍ଟି ଉତ୍ତାରୁ ଏକ ଡାଳିମ୍ବ ଓ ଏକ ଘଣ୍ଟି ଉତ୍ତାରୁ ଏକ ଡାଳିମ୍ବ, ଏହିରୂପେ କଲେ। Gade chapit laପବିତ୍ର ବାଇବଲ26 ଉପାସନା ଗ୍ଭେଗାର ଧଡ଼ିରେ ସେମାନେ ଏକ ଡାଳିମ୍ବ ଓ ଘଣ୍ଟି, ଗୋଟିଏ ପରେ ଗୋଟିଏ ଲଗାଇଲେ, ସଦାପ୍ରଭୁଙ୍କର ମୋଶାଙ୍କୁ ଦେଇଥିବା ଆଜ୍ଞାନୁସାରେ। Gade chapit la |