ଯାତ୍ରା ପୁସ୍ତକ 39:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଓ ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପଗଡ଼ି, ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଶିରୋଭୂଷଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଶୁକ୍ଳ ଜଙ୍ଘିଆ ପ୍ରସ୍ତୁତ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)28 ଓ ଶୁଭ୍ର କ୍ଷୌମସୂତ୍ରନିର୍ମିତ ପାଗ ଓ ଶୁଭ୍ର କ୍ଷୌମସୂତ୍ର-ନିର୍ମିତ ଶିରୋଭୂଷଣ ଓ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ଶୁକ୍ଳ ଜଙ୍ଘିଆ ପ୍ରସ୍ତୁତ କଲେ। Gade chapit laଓଡିଆ ବାଇବେଲ28 ଓ ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପଗଡି, ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଶିରୋଭୂଷଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଶୁକ୍ଳ ଜଙ୍ଘିଆ ପ୍ରସ୍ତୁତ କଲେ। Gade chapit laପବିତ୍ର ବାଇବଲ28 ସୂକ୍ଷ୍ମ କ୍ଷୋମସୂତ୍ର ନିର୍ମିତ ପଗଡ଼ି ଓ ସୂକ୍ଷ୍ମ କ୍ଷୋମସୂତ୍ର ନିର୍ମିତ ଶିରୋ ବନ୍ଧନୀ ଓ ସୂକ୍ଷ୍ମ କ୍ଷୋମସୂତ୍ର ନିର୍ମିତ ଶୁକ୍ଳ ଜଙ୍ଘିଆ ପ୍ରସ୍ତୁତ କଲେ। Gade chapit la |