Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ନିର୍ମଳ ସୁବର୍ଣ୍ଣରେ ପବିତ୍ର ମୁକୁଟର ପତ୍ର ପ୍ରସ୍ତୁତ କରି ଖୋଦିତ ମୁଦ୍ରାନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହା ଲେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ନିର୍ମଳ ସୁବର୍ଣ୍ଣରେ ପବିତ୍ର ମୁକୁଟର ପତ୍ର ପ୍ରସ୍ତୁତ କରି ଖୋଦିତ ମୁଦ୍ରାନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହା ଲେଖିଲେ।

Gade chapit la Kopi

ଓଡିଆ ବାଇବେଲ

30 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ନିର୍ମଳ ସୁବର୍ଣ୍ଣରେ ପବିତ୍ର ମୁକୁଟର ପତ୍ର ପ୍ରସ୍ତୁତ କରି ଖୋଦିତ ମୁଦ୍ରାନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହା ଲେଖିଲେ।

Gade chapit la Kopi

ପବିତ୍ର ବାଇବଲ

30 ଏହା ପରେ ସେମାନେ ଶୁଦ୍ଧ ସୁବର୍ଣ୍ଣରେ ପବିତ୍ର ମୁକୁଟର ଫଳକ ପ୍ରସ୍ତୁତ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଏହା ଏକ ମୋହର ପରି ଲେଖିଲେ।

Gade chapit la Kopi




ଯାତ୍ରା ପୁସ୍ତକ 39:30
11 Referans Kwoze  

ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।”


କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି,


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।


କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ବରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତି-ସ୍ୱରୂପ ହୋଇଅଛନ୍ତି।


ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, “ସଦାପ୍ରଭୁ ପବିତ୍ର” ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ।


ପୁଣି, ଆବାସର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରିବ।


ଆଉ ବଳା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ସୂଚି କର୍ମ ବିଶିଷ୍ଟ ଏକ କଟିବନ୍ଧନ ପ୍ରସ୍ତୁତ କଲେ।


ପୁଣି, ଊର୍ଦ୍ଧ୍ୱରେ ପାଗ ଉପରେ ରଖିବା ନିମନ୍ତେ ତାହା ନୀଳ ସୂତ୍ରରେ ବାନ୍ଧିଲେ।


Swiv nou:

Piblisite


Piblisite