Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଏଥିଉତ୍ତାରେ ସେମାନେ ମୋଶାଙ୍କ ନିକଟକୁ ସେହି ଆବାସ ଆଣିଲେ, ଅର୍ଥାତ୍‍, ତମ୍ବୁ ଓ ତହିଁର ସକଳ ପାତ୍ର, ଆଙ୍କୁଡ଼ା, ପଟା, ଅର୍ଗଳ, ଆଉ ସ୍ତମ୍ଭ ଓ ଚୁଙ୍ଗୀ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଅନନ୍ତର ସେମାନେ ମୋଶାଙ୍କ ନିକଟକୁ ସେହି ଆବାସ ଆଣିଲେ, ଅର୍ଥାତ୍, ତମ୍ଵୁ ଓ ତହିଁର ସକଳ ପାତ୍ର, ଘୁଣ୍ତି, ପଟା, ଅର୍ଗଳ, ଆଉ ସ୍ତମ୍ଭ ଓ ଚୁଙ୍ଗୀ;

Gade chapit la Kopi

ଓଡିଆ ବାଇବେଲ

33 ଏଥିଉତ୍ତାରେ ସେମାନେ ମୋଶାଙ୍କ ନିକଟକୁ ସେହି ଆବାସ ଆଣିଲେ, ଅର୍ଥାତ୍‍, ତମ୍ବୁ ଓ ତହିଁର ସକଳ ପାତ୍ର, ଆଙ୍କୁଡ଼ା, ପଟା, ଅର୍ଗଳ, ଆଉ ସ୍ତମ୍ଭ ଓ ଚୁଙ୍ଗୀ;

Gade chapit la Kopi

ପବିତ୍ର ବାଇବଲ

33 ଏହା ପରେ ସେମାନେ ମୋଶାଙ୍କୁ ପବିତ୍ର ତମ୍ବୁ ଦେଖାଇଲେ। ଅର୍ଥାତ୍ ତମ୍ବୁ ଓ ତହିଁର ସକଳ ପାତ୍ର, ଘଣ୍ଟି ପଟା, ଅର୍ଗଳ ସ୍ତମ୍ଭ ଓ ଚୁଙ୍ଗୀ।

Gade chapit la Kopi




ଯାତ୍ରା ପୁସ୍ତକ 39:33
7 Referans Kwoze  

ପୁଣି, ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିବ; ତହିଁରେ ଏକ ଆବାସ ହେବ।


ଏହି ପ୍ରକାରେ ସମାଗମ-ତମ୍ବୁରୂପ ଆବାସର ସମସ୍ତ କାର୍ଯ୍ୟ ସମାପ୍ତ ହେଲା; ଇସ୍ରାଏଲ-ସନ୍ତାନଗଣ ତାହା କଲେ, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସମସ୍ତ କର୍ମ କଲେ।


ପୁଣି, ରକ୍ତୀକୃତ ମେଷ ଚର୍ମ ନିର୍ମିତ ଛାତ ଓ ଶିଶୁକ ଚର୍ମ ନିର୍ମିତ ଛାତ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର;


Swiv nou:

Piblisite


Piblisite