ଯାତ୍ରା ପୁସ୍ତକ 39:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଆଉ ସ୍ୱର୍ଣ୍ଣମୟ ବେଦି, ଅଭିଷେକାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ ଓ ତମ୍ବୁଦ୍ୱାରର ଆଚ୍ଛାଦନ ବସ୍ତ୍ର; Gade chapit laପବିତ୍ର ବାଇବଲ (Re-edited) - (BSI)38 ଆଉ ସ୍ଵର୍ଣ୍ଣମୟ ବେଦି ଓ ଅଭିଷେକାର୍ଥକ ତୈଳ ଓ ଧୂପାର୍ଥକ ସୁଗନ୍ଧିଦ୍ରବ୍ୟ ଓ ତମ୍ଵୁ-ଦ୍ଵାରର ଆଚ୍ଛାଦନବସ୍ତ୍ର; Gade chapit laଓଡିଆ ବାଇବେଲ38 ଆଉ ସ୍ୱର୍ଣ୍ଣମୟ ବେଦି, ଅଭିଷେକାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ ଓ ତମ୍ବୁଦ୍ୱାରର ଆଚ୍ଛାଦନ ବସ୍ତ୍ର; Gade chapit laପବିତ୍ର ବାଇବଲ38 ସ୍ୱର୍ଣ୍ଣମୟ ଯଜ୍ଞବେଦି, ଅଭିଷେକାର୍ଥକ ତୈଳ, ଧୂପ ଓ ତମ୍ବୁର ପ୍ରବେଶ ଦ୍ୱାର ନିମନ୍ତେ ପରଦା। Gade chapit la |
ଦେଖନ୍ତୁ, ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ନାମ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହାଙ୍କ ସମ୍ମୁଖରେ ସୁଗନ୍ଧି ଧୂପ ଜ୍ୱଳାଇବା ପାଇଁ ଓ ନିତ୍ୟ ଦର୍ଶନୀୟ ରୁଟି ପାଇଁ, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ, ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିରୂପିତ ପର୍ବସବୁରେ ହୋମବଳି ନିମନ୍ତେ ତାହା ମୁଁ ପ୍ରତିଷ୍ଠା କରିବି। ଏହା ଇସ୍ରାଏଲ ପ୍ରତି ନିତ୍ୟ ଏକ ବିଧି ଅଟେ।