ଯାତ୍ରା ପୁସ୍ତକ 39:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ପିତ୍ତଳର ବେଦି ଓ ତହିଁର ପିତ୍ତଳ-ଝାଞ୍ଜିରୀ, ତହିଁର ସାଙ୍ଗୀ ଓ ସକଳ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି; Gade chapit laପବିତ୍ର ବାଇବଲ (Re-edited) - (BSI)39 ପିତ୍ତଳର ବେଦି ଓ ତହିଁର ପିତ୍ତଳ-ଝାଞ୍ଜିରୀ,ତହିଁର ସାଙ୍ଗୀ ଓ ସକଳ ପାତ୍ର, ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି; Gade chapit laଓଡିଆ ବାଇବେଲ39 ପିତ୍ତଳର ବେଦି ଓ ତହିଁର ପିତ୍ତଳ-ଝାଞ୍ଜିରୀ, ତହିଁର ସାଙ୍ଗୀ ଓ ସକଳ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି; Gade chapit laପବିତ୍ର ବାଇବଲ39 କଂସାର ଯଜ୍ଞବେଦି, କଂସାର ଜଞ୍ଜିର, ତା'ର ସାଙ୍ଗୀ ଓ ସକଳ ଆସବାବ ପତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ଆଧାର। Gade chapit la |