Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ମେଖ ଓ ସମାଗମ-ତମ୍ବୁ ନିମନ୍ତେ ଆବାସର କାର୍ଯ୍ୟ ସମ୍ବନ୍ଧୀୟ ସକଳ ପାତ୍ର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ଵାରର ଆଚ୍ଛାଦନବସ୍ତ୍ର, ତହିଁର ରଜ୍ଜ୍ଵୁ ଓ ମେଖ ଓ ସମାଗମ-ତମ୍ଵୁ ନିମନ୍ତେ ଆବାସର କାର୍ଯ୍ୟସମ୍ଵନ୍ଧୀୟ ସକଳ ପାତ୍ର;

Gade chapit la Kopi

ଓଡିଆ ବାଇବେଲ

40 ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ମେଖ ଓ ସମାଗମ-ତମ୍ବୁ ନିମନ୍ତେ ଆବାସର କାର୍ଯ୍ୟ ସମ୍ବନ୍ଧୀୟ ସକଳ ପାତ୍ର;

Gade chapit la Kopi

ପବିତ୍ର ବାଇବଲ

40 ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଆଧାର ଓ ପ୍ରାଙ୍ଗଣ ଦ୍ୱାରର ପରଦା ତହିଁର ରଜ୍ଜୁ ଓ ଖିଲ ଓ ସମାଗମ-ତମ୍ବୁ ନିମନ୍ତେ ବ୍ୟବହୃତ ହେଉଥିବା ସମସ୍ତ ଆସବାବ ପତ୍ର।

Gade chapit la Kopi




ଯାତ୍ରା ପୁସ୍ତକ 39:40
4 Referans Kwoze  

ପିତ୍ତଳର ବେଦି ଓ ତହିଁର ପିତ୍ତଳ-ଝାଞ୍ଜିରୀ, ତହିଁର ସାଙ୍ଗୀ ଓ ସକଳ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି;


ପବିତ୍ର ସ୍ଥାନରେ ସେବାକରଣାର୍ଥକ ସୁଶୋଭିତ ବସ୍ତ୍ର, ଅର୍ଥାତ୍‍, ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରମାନଙ୍କର ଯାଜକ କର୍ମ ସମ୍ବନ୍ଧୀୟ ବସ୍ତ୍ର,


ତୁମ୍ଭେ ଆପଣା ତମ୍ବୁର ସ୍ଥାନ ବଢ଼ାଅ ଓ ସେମାନେ ତୁମ୍ଭ ବାସସ୍ଥାନର ଯବନିକାସବୁ ବିସ୍ତାର କରନ୍ତୁ; ବ୍ୟୟର ଆଶଙ୍କା କର ନାହିଁ; ତୁମ୍ଭର ଦଉଡ଼ିସବୁ ଲମ୍ବାଇ ଦିଅ ଓ କିଳାସବୁ ଦୃଢ଼ କର।


Swiv nou:

Piblisite


Piblisite