Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ପବିତ୍ର ସ୍ଥାନରେ ସେବାକରଣାର୍ଥକ ସୁଶୋଭିତ ବସ୍ତ୍ର, ଅର୍ଥାତ୍‍, ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରମାନଙ୍କର ଯାଜକ କର୍ମ ସମ୍ବନ୍ଧୀୟ ବସ୍ତ୍ର,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ପବିତ୍ର ସ୍ଥାନରେ ସେବାକରଣାର୍ଥକ ସୁଶୋଭିତ ବସ୍ତ୍ର, ଅର୍ଥାତ୍, ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରମାନଙ୍କର ଯାଜକ କର୍ମ ସମ୍ଵନ୍ଧୀୟ ବସ୍ତ୍ର,

Gade chapit la Kopi

ଓଡିଆ ବାଇବେଲ

41 ପବିତ୍ର ସ୍ଥାନରେ ସେବାକରଣାର୍ଥକ ସୁଶୋଭିତ ବସ୍ତ୍ର, ଅର୍ଥାତ୍‍, ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରମାନଙ୍କର ଯାଜକ କର୍ମ ସମ୍ବନ୍ଧୀୟ ବସ୍ତ୍ର,

Gade chapit la Kopi

ପବିତ୍ର ବାଇବଲ

41 ଯାଜକ ରୂପେ ସେବା କଲାବେଳେ ହାରୋଣ ଓ ତାଙ୍କର ପୁତ୍ରମାନେ ଯେଉଁ ସୁଶୋଭିତ ଗ୍ଭେଗା ପରିଧାନ କରିଥିଲେ ତାହା ସେମାନେ ଦେଖାଇଲେ।

Gade chapit la Kopi




ଯାତ୍ରା ପୁସ୍ତକ 39:41
7 Referans Kwoze  

ଏଥିଉତ୍ତାରେ ଲୋକମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର ପ୍ରସ୍ତୁତ କଲେ, ଆଉ ହାରୋଣଙ୍କ ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କଲେ।


ପୁଣି, ସୁଶୋଭିତ ବସ୍ତ୍ର, ଯାଜକ କର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର,


ତୁମ୍ଭର ଭ୍ରାତା ହାରୋଣର ଶ୍ରୀ ଓ ଶୋଭା ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବ।


ଆଉ ହାରୋଣର ପୁତ୍ରଗଣ ନିମନ୍ତେ ଜାମା ଓ କଟିବନ୍ଧନ ପ୍ରସ୍ତୁତ କରିବ, ଆଉ ସେମାନଙ୍କର ଶ୍ରୀ ଓ ସୌନ୍ଦର୍ଯ୍ୟ ନିମନ୍ତେ ଶିରୋଭୂଷଣ କରିବ।


ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ମେଖ ଓ ସମାଗମ-ତମ୍ବୁ ନିମନ୍ତେ ଆବାସର କାର୍ଯ୍ୟ ସମ୍ବନ୍ଧୀୟ ସକଳ ପାତ୍ର;


ଇତ୍ୟାଦି ଯେଉଁ ଯେଉଁ କାର୍ଯ୍ୟ କରିବାକୁ ମୋଶାଙ୍କ ପ୍ରତି ସଦାପ୍ରଭୁ ଆଜ୍ଞା ଦେଇଥିଲେ, ଇସ୍ରାଏଲ-ସନ୍ତାନଗଣ ତାହାସବୁ ସମ୍ପନ୍ନ କଲେ।


ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଧନ କରି ରଖିବେ।


Swiv nou:

Piblisite


Piblisite