Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଦୁଇ ସ୍କନ୍ଧପଟି ଉପରେ ଇସ୍ରାଏଲ-ପୁତ୍ରମାନଙ୍କ ସ୍ମରଣାର୍ଥକ ମଣି ରୂପେ ତାହା ବସାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଦୁଇ ସ୍କନ୍ଧପଟି ଉପରେ ଇସ୍ରାଏଲ ପୁତ୍ରମାନଙ୍କ ସ୍ମରଣାର୍ଥକ ମଣି ରୂପେ ତାହା ବସାଇଲେ।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଦୁଇ ସ୍କନ୍ଧପଟି ଉପରେ ଇସ୍ରାଏଲ ପୁତ୍ରମାନଙ୍କ ସ୍ମରଣାର୍ଥକ ମଣି ରୂପେ ତାହା ବସାଇଲେ।

Gade chapit la Kopi

ପବିତ୍ର ବାଇବଲ

7 ଏହା ପରେ ସେମାନେ ସଦାପ୍ରଭୁଙ୍କର ମୋଶାଙ୍କୁ ଆଜ୍ଞା ଅନୁସାରେ ଏଫୋଦର ଦୁଇ ସ୍କନ୍ଦପଟି ଉପରେ ଇସ୍ରାଏଲ ପୁତ୍ରମାନଙ୍କ ସ୍ମରଣାର୍ଥକ ମଣି ରୂପେ ତାହା ବସାଇଲେ।

Gade chapit la Kopi




ଯାତ୍ରା ପୁସ୍ତକ 39:7
7 Referans Kwoze  

ତୁମ୍ଭେମାନେ ସେମାନଙ୍କୁ କହିବ, ‘ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ତାହା ଯର୍ଦ୍ଦନ ପାର ହେବା ସମୟରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ଏହେତୁ ଏହି ପ୍ରସ୍ତରସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଅନନ୍ତକାଳଯାଏ ସ୍ମରଣୀୟ ହେବ।’”


ପୁଣି, ଇସ୍ରାଏଲର ସନ୍ତାନଗଣଙ୍କୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ।


ଯେଉଁ ସମୟରେ ହାରୋଣ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟାରେ ଇସ୍ରାଏଲ-ପୁତ୍ରଗଣର ନାମସକଳ ଆପଣା ହୃଦୟ ଉପରେ ବହନ କରିବ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।”


ତେବେ ମୁଁ ଉତ୍ତର କରି ସେମାନଙ୍କୁ କହିଲି, “ଯେ ସ୍ୱର୍ଗସ୍ଥ ପରମେଶ୍ୱର, ସେ ଆମ୍ଭମାନଙ୍କ କାର୍ଯ୍ୟ ସିଦ୍ଧ କରିବେ; ଆମ୍ଭେମାନେ ତାହାଙ୍କର ଦାସ ଏଥିପାଇଁ ଉଠି ନିର୍ମାଣ କରିବୁ; ମାତ୍ର ଯିରୂଶାଲମରେ ତୁମ୍ଭମାନଙ୍କର କୌଣସି ଅଂଶ କି ଅଧିକାର କି ସ୍ମୃତିଚିହ୍ନ ନାହିଁ।”


ତହିଁର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ; ଏହିରୂପେ ତାହା ଯୁକ୍ତ ହେବ।


Swiv nou:

Piblisite


Piblisite