Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିଉତ୍ତାରେ ସେ ଏଫୋଦର କର୍ମନ୍ୟାୟ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିପୁଣ ଶିଳ୍ପକାରର କର୍ମରେ ବୁକୁପଟା ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଅନନ୍ତର ସେ ଏଫୋଦର କର୍ମନ୍ୟାୟ ସୁବର୍ଣ୍ଣ ଦ୍ଵାରା ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ଵାରା ନିପୁଣ ଶିଳ୍ପକାରର କର୍ମରେ ବୁକୁପଟା ନିର୍ମାଣ କଲେ।

Gade chapit la Kopi

ଓଡିଆ ବାଇବେଲ

8 ଏଥିଉତ୍ତାରେ ସେ ଏଫୋଦର କର୍ମନ୍ୟାୟ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିପୁଣ ଶିଳ୍ପକାରର କର୍ମରେ ବୁକୁପଟା ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ

8 ଏହା ପରେ ସେମାନେ ବୁକୁପଟା ପ୍ରସ୍ତୁତ କଲେ। ଏହି କର୍ମ କୁଶଳୀ କାରୀଗରମାନଙ୍କର ଥିଲା। ଏହା ଠିକ୍ ଏଫୋଦ ପରି ଥିଲା। ଏହା ସୁବର୍ଣ୍ଣ ନୀଳ, ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଶୁଭ୍ର କ୍ଷୋମସୂତ୍ର ଦ୍ୱାରା ତିଆରି କରାଯାଇଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 39:8
9 Referans Kwoze  

ଅର୍ଥାତ୍‍, ବୁକୁପଟା, ଏଫୋଦ, ଚୋଗା, ବୁଟାଦାର ଜାମା, ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।


ଅତଏବ ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତା ରୂପ ଊରସ୍ତ୍ରାଣ ପରିଧାନ କର,


ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ରରୂପେ ଉଦ୍‍ଯୋଗରୂପ ବସ୍ତ୍ର ପିନ୍ଧିଲେ।


ଆମ୍ଭେ ଅନନ୍ତକାଳ ତାହା ପକ୍ଷରେ ଆପଣା ଦୟା ରଖିବା, ପୁଣି, ଆମ୍ଭର ନିୟମ ତାହା ପକ୍ଷରେ ସୁସ୍ଥିର ହେବ।


ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ।


ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।


ତାହା ଚତୁଷ୍କୋଣ ଥିଲା, ଅର୍ଥାତ୍‍, ସେମାନେ ସେହି ବୁକୁପଟା ଦୋହରା କରି ଏକ ଚାଖଣ୍ଡ ଦୀର୍ଘ ଓ ଏକ ଚାଖଣ୍ଡ ପ୍ରସ୍ଥ କଲେ।


Swiv nou:

Piblisite


Piblisite