Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତାହା ଚତୁଷ୍କୋଣ ଥିଲା, ଅର୍ଥାତ୍‍, ସେମାନେ ସେହି ବୁକୁପଟା ଦୋହରା କରି ଏକ ଚାଖଣ୍ଡ ଦୀର୍ଘ ଓ ଏକ ଚାଖଣ୍ଡ ପ୍ରସ୍ଥ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତାହା ଚତୁଷ୍କୋଣ ଥିଲା, ଅର୍ଥାତ୍, ସେମାନେ ସେହି ବୁକୁପଟା ଦୋହରା କରି ଏକ ଚାଖଣ୍ତ ଦୀର୍ଘ ଓ ଏକ ଚାଖଣ୍ତ ପ୍ରସ୍ଥ କଲେ।

Gade chapit la Kopi

ଓଡିଆ ବାଇବେଲ

9 ତାହା ଚତୁଷ୍କୋଣ ଥିଲା, ଅର୍ଥାତ୍‍, ସେମାନେ ସେହି ବୁକୁପଟା ଦୋହରା କରି ଏକ ଚାଖଣ୍ଡ ଦୀର୍ଘ ଓ ଏକ ଚାଖଣ୍ଡ ପ୍ରସ୍ଥ କଲେ।

Gade chapit la Kopi

ପବିତ୍ର ବାଇବଲ

9 ଏହା ଚତୁଷ୍କୋଣ ଥିଲା। ସେମାନେ ସେହି ବୁକୁପଟାକୁ ଦୋହରା କରି ଏକ ଗ୍ଭଖଣ୍ଡେ ଲମ୍ବ ଓ ଏକ ଗ୍ଭଖଣ୍ଡେ ପ୍ରସ୍ଥ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 39:9
2 Referans Kwoze  

ଏଥିଉତ୍ତାରେ ସେ ଏଫୋଦର କର୍ମନ୍ୟାୟ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିପୁଣ ଶିଳ୍ପକାରର କର୍ମରେ ବୁକୁପଟା ନିର୍ମାଣ କଲେ।


ପୁଣି, ତାହା ଚାରି ଧାଡ଼ି ମଣିରେ ଖଚିତ କଲେ; ତହିଁର ପ୍ରଥମ ଧାଡ଼ିରେ ଚୁଣି, ପୀତମଣି ଓ ମରକତ,


Swiv nou:

Piblisite


Piblisite