Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ୱରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ୱର ତୁଲ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ଵରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ଵର ତୁଲ୍ୟ ହେବ।

Gade chapit la Kopi

ଓଡିଆ ବାଇବେଲ

16 ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ୱରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ୱର ତୁଲ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ

16 ତୁମ୍ଭ ପାଇଁ ହାରୋଣ ଲୋକମାନଙ୍କୁ କହିବ। ତୁମ୍ଭେ ତା’ ପାଇଁ ପରମେଶ୍ୱର ପରି ଏବଂ ସେ ତୁମ୍ଭର ପ୍ରବକ୍ତା

Gade chapit la Kopi




ଯାତ୍ରା ପୁସ୍ତକ 4:16
7 Referans Kwoze  

ଏହେତୁ ମୋʼ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି, ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ।


ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ।


ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।”


ପୁଣି, ହାରୋଣ ସେମାନଙ୍କୁ ମୋଶାଙ୍କ ପ୍ରତି କଥିତ ସଦାପ୍ରଭୁଙ୍କ ସମସ୍ତ ବାକ୍ୟ କହିଲେ, ପୁଣି, ଲୋକମାନଙ୍କ ଦୃଷ୍ଟିରେ ସେହି ସମସ୍ତ ଚିହ୍ନ ପ୍ରକାଶ କଲେ।


ତହୁଁ ଯିରିମୀୟ ଆଉ ଖଣ୍ଡେ ନଳାକାର ପୁସ୍ତକ ନେଇ ନେରୀୟର ପୁତ୍ର ବାରୂକ ଲେଖକଙ୍କୁ ଦେଲେ; ଯିହୁଦାର ରାଜା ଯିହୋୟାକୀମ୍‍ ଯେଉଁ ନଳାକାର ପୁସ୍ତକ ଅଗ୍ନିରେ ଦଗ୍ଧ କରିଥିଲା, ତହିଁର ସମସ୍ତ କଥା ସେ ଯିରିମୀୟଙ୍କ ମୁଖରୁ ଶୁଣି ତହିଁରେ ଲେଖିଲା; ପୁଣି, ତାହା ଛଡ଼ା ସେହି ପ୍ରକାର ଆଉ ଅନେକ କଥା ତହିଁରେ ଯୁକ୍ତ କରାଗଲା।


Swiv nou:

Piblisite


Piblisite