Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 4:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ଵାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ। ମୋଶାଙ୍କ ମିସର ପ୍ରତ୍ୟାବର୍ତ୍ତନ

Gade chapit la Kopi

ଓଡିଆ ବାଇବେଲ

17 ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।”

Gade chapit la Kopi

ପବିତ୍ର ବାଇବଲ

17 ତେଣୁ ତୁମ୍ଭେ ଯାଅ ଓ ତୁମ୍ଭର ଆଶାବାଡ଼ିଟିକୁ ସାଙ୍ଗରେ ନେଇଯାଅ। ତୁମ୍ଭେ ଅ‌ଦ୍‌ଭୂତ କାର୍ଯ୍ୟ କରିବାକୁ ଏହି ଆଶାବାଡ଼ି ବ୍ୟବହାର କରିବ।”

Gade chapit la Kopi




ଯାତ୍ରା ପୁସ୍ତକ 4:17
8 Referans Kwoze  

ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କʼଣ ଅଛି?” ସେ କହିଲେ, “ଯଷ୍ଟି।”


କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ବରଙ୍କ ଛାମୁରେ ଗର୍ବ ନ କରେ,


ତହୁଁ ମୋଶା ଆପଣା ଭାର୍ଯ୍ୟା ଓ ପୁତ୍ରଗଣକୁ ଗଧ ଉପରେ ଚଢ଼ାଇ ମିସର ଦେଶକୁ ଫେରିଗଲେ; ପୁଣି, ସେ ଆପଣା ହସ୍ତରେ ପରମେଶ୍ୱରଙ୍କର ସେହି ଯଷ୍ଟି ନେଲେ।


ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।


ତହିଁରେ ମୋଶା ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଲୋକ ମନୋନୀତ କରି ଅମାଲେକ ସହିତ ଯୁଦ୍ଧ କରିବାକୁ ଯାଅ; ଆସନ୍ତାକାଲି ମୁଁ ଆପଣା ହସ୍ତରେ ପରମେଶ୍ୱରଙ୍କ ଯଷ୍ଟି ଘେନି ପର୍ବତ ଶୃଙ୍ଗରେ ଠିଆ ହେବି।”


“ତୁମ୍ଭେ ଯଷ୍ଟି ନିଅ, ପୁଣି, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ଡଳୀକୁ ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ଡଳୀକୁ ଓ ସେମାନଙ୍କ ପଶୁଗଣକୁ ପାନ କରାଇବ।”


ତହୁଁ ଇଲୀଶାୟ ଗିହେଜୀକୁ କହିଲେ, “ଆପଣା ଅଣ୍ଟା ବାନ୍ଧ ଓ ଆପଣା ହସ୍ତରେ ମୋହର ଯଷ୍ଟି ନେଇ ଆପଣା ବାଟେ ଚାଲିଯାଅ; ଯଦି ତୁମ୍ଭେ କୌଣସି ଲୋକକୁ ସାକ୍ଷାତ କର, ତାହାକୁ ନମସ୍କାର କର ନାହିଁ; ଆଉ ଯଦି କେହି ତୁମ୍ଭକୁ ନମସ୍କାର କରନ୍ତି, ତାହାକୁ ଫେରି ଉତ୍ତର ଦିଅ ନାହିଁ; ପୁଣି ମୋʼ ଯଷ୍ଟି ସେହି ବାଳକର ମୁଖ ଉପରେ ରଖ।”


Swiv nou:

Piblisite


Piblisite