Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କʼଣ ଅଛି?” ସେ କହିଲେ, “ଯଷ୍ଟି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତେବେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭ ହସ୍ତରେ ସେଇଟା କʼଣ? ସେ କହିଲେ, ଯଷ୍ଟି।

Gade chapit la Kopi

ଓଡିଆ ବାଇବେଲ

2 ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କ’ଣ ଅଛି ?” ସେ କହିଲେ, “ଯଷ୍ଟି।”

Gade chapit la Kopi

ପବିତ୍ର ବାଇବଲ

2 କିନ୍ତୁ ପରମେଶ୍ୱର ମୋଶାଙ୍କୁ କହିଲେ, “ତୁମ୍ଭ ହାତରେ କ’ଣ ଅଛି?” ମୋଶା ଉତ୍ତର ଦେଲେ, “ଏହା ମୋର ଆଶାବାଡ଼ି।”

Gade chapit la Kopi




ଯାତ୍ରା ପୁସ୍ତକ 4:2
10 Referans Kwoze  

ତହୁଁ ମୋଶା ଆପଣା ଭାର୍ଯ୍ୟା ଓ ପୁତ୍ରଗଣକୁ ଗଧ ଉପରେ ଚଢ଼ାଇ ମିସର ଦେଶକୁ ଫେରିଗଲେ; ପୁଣି, ସେ ଆପଣା ହସ୍ତରେ ପରମେଶ୍ୱରଙ୍କର ସେହି ଯଷ୍ଟି ନେଲେ।


ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।”


ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍‍, ପାଞ୍ଚଣ ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।


ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।


ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍‍, ଏକାକୀ ବାସକାରୀ ଆପଣା ପୈତୃକ ଅଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବକାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।


ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।


ଆଉ ଯାକୁବ ଲିବ୍‍ନୀ ଓ ଲୂସ୍‍ ଓ ଅର୍ମୋନ୍‍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବଳ୍‍କଳ କାଢ଼ି କାଷ୍ଠର ଶୁକ୍ଳରେଖା ବାହାର କଲା।


“ତୁମ୍ଭେମାନେ ଆପଣାମାନଙ୍କ ପାଇଁ ‘କୌଣସି ଚିହ୍ନ ଦେଖାଅ’ ବୋଲି ଯଦି ଫାରୋ ତୁମ୍ଭମାନଙ୍କୁ କହିବ, ତେବେ ତୁମ୍ଭେ ହାରୋଣକୁ କହିବ, ‘ତୁମ୍ଭର ଯଷ୍ଟି ନେଇ ଫାରୋ ଅଗ୍ରତେ ତଳେ ପକାଅ; ତହିଁରେ ସେହି ଯଷ୍ଟି ସର୍ପ ହେବ।’”


ଏହେତୁ ତୁମ୍ଭେ ପ୍ରଭାତରେ ଫାରୋ ନିକଟକୁ ଯାଅ; ଦେଖ, ସେ ଜଳ ଆଡ଼େ ଗଲେ, ତୁମ୍ଭେ ତାହା ସହିତ ସାକ୍ଷାତ କରିବାକୁ ନୀଳ ନଦୀ ତୀରରେ ଠିଆ ହୁଅ; ଯେଉଁ ଯଷ୍ଟି ସର୍ପ ହୋଇଥିଲା, ତାହା ମଧ୍ୟ ହସ୍ତରେ ନିଅ।


ତହିଁରେ ଇଲୀଶାୟ ତାହାକୁ କହିଲେ, “ମୁଁ ତୁମ୍ଭ ପାଇଁ କʼଣ କରିବି? ମୋତେ କୁହ; ଘରେ ତୁମ୍ଭର କʼଣ ଅଛି?” ଏଥିରେ ସେ କହିଲା, “ଏକ ପାତ୍ର ତୈଳ ଛଡ଼ା ଗୃହରେ ଆପଣଙ୍କ ଦାସୀର ଆଉ କିଛି ନାହିଁ।”


Swiv nou:

Piblisite


Piblisite